ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତି ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମ୍ପୂର୍ଣ୍ଣ ହେବା ପରେ, ଏହା ବିଶ୍ୱର ସର୍ବବୃହତ ସାମୁଦ୍ରିକ ସଂଗ୍ରହାଳୟ ହେବ । ଏହା ପର୍ଯ୍ୟଟନ, ଗବେଷଣା, ଶିକ୍ଷା ଏବଂ ଦକ୍ଷତା ବିକାଶର କେନ୍ଦ୍ର ଭାବରେ କାର୍ଯ୍ୟ କରିବା ସହିତ ଭାରତର ପ୍ରାଚୀନ ସାମୁଦ୍ରିକ ପରମ୍ପରାକୁ ପ୍ରଦର୍ଶିତ କରିବ ।”

 

In a post on X Shri Modi said:

"Reviewed the progress of the National Maritime Heritage Complex at Lothal. Once completed, it will be the world's largest maritime museum. It will showcase India's ancient maritime traditions while serving as a hub for tourism, research, education and skill development."

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
IIT Delhi tops India in QS Rankings 2027; 52 Indian institutions feature

Media Coverage

IIT Delhi tops India in QS Rankings 2027; 52 Indian institutions feature
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 18, 2026
June 18, 2026

PM Modi’s Leadership Delivers: Electronic Interlocking, Semiconductor Push & Tariff-Free UK Access