ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ମାଳଦ୍ୱୀପ ରାଷ୍ଟ୍ରପତି ଡ. ମହମ୍ମଦ ମୁଇଜୁଙ୍କୁ ଭେଟିଛନ୍ତି ।

 

ରାଷ୍ଟ୍ରପତି ମୁଇଜୁ ତାଙ୍କ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।

 

ଉଭୟ ନେତା ଲୋକ ସମ୍ପର୍କ, ବିକାଶ ସହଯୋଗ, ଅର୍ଥନୈତିକ ସମ୍ପର୍କ, ଜଳବାୟୁ ପରିବର୍ତ୍ତନ, କ୍ରୀଡ଼ା ସମେତ ଦୁଇ ଦେଶ ମଧ୍ୟରେ ବ୍ୟାପକ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ । ସହଭାଗିତାକୁ ଆହୁରି ଗଭୀର କରିବା ଉପରେ ଦୁଇ ନେତା ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ ଉଭୟେ ଏକ କୋର୍ ଗ୍ରୁପ୍ ଗଠନ ଲାଗି ଏକମତ ହୋଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India & Iran: Partners in an uncertain world

Media Coverage

India & Iran: Partners in an uncertain world
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 12, 2026
May 12, 2026

Building a Trusted India: Modi's Leadership in Finance, Manufacturing, and Global Partnerships