Prime Minister’s telephone call with Rt. Hon. Sher Bahadur Deuba, Prime Minister of Nepal

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହିତ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି ।

ନେପାଳର ବିସ୍ତୀର୍ଣ୍ଣ ଅଞ୍ଚଳରେ ସମ୍ପ୍ରତି ସଂଘଟିତ ବନ୍ୟାରେ ବହୁତ ଜୀବନ ହାନି ଯୋଗୁଁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ଓ ସମବେଦନା ପ୍ରକାଶ କରିଛନ୍ତି । ଏହି ଘଡିସନ୍ଧି ମୁହୂର୍ତ୍ତରେ ନେପାଳକୁ ସବୁମନ୍ତେ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଭାରତ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jan Dhan accounts hold Rs 2.75 lakh crore in banks: Official

Media Coverage

Jan Dhan accounts hold Rs 2.75 lakh crore in banks: Official
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 7, 2025
December 07, 2025

National Resolve in Action: PM Modi's Policies Driving Economic Dynamism and Inclusivity