US President Obama speaks to PM Modi
PM Modi thanks President Obama for his strong support and contribution to strengthening the strategic partnership between India and the US

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୁଧବାର ସନ୍ଧ୍ୟାରେ ଆମେରିକାର ରାଷ୍ଟ୍ରପତି ମିଷ୍ଟର ବାରାକ ଓବାମାଙ୍କ ଠାରୁ ଏକ ଫୋନ କଲ୍ ପାଇ କଥାବାର୍ତ୍ତା ହୋଇଥିଲେ ।

ଗତ କିଛିବର୍ଷ ମଧ୍ୟରେ ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ କ୍ଷେତ୍ରରେ ହୋଇଥିବା ଅଭିବୃଦ୍ଧି ଏବଂ ପାରସ୍ପରିକ ସହଯୋଗ ନେଇ ଉଭୟ ନେତା ଆଲୋଚନା କରିବା ବେଳେ ସନ୍ତୋଷ ବ୍ୟକ୍ତ କରିଥିଲେ ।

ଭାରତ - ଆମେରିକା ମଧ୍ୟରେ କୂଟନୈତିକ ସମ୍ପର୍କ ସୁଦୃଢ଼ କରିବା ଦିଗରେ ରାଷ୍ଟ୍ରପତି ଓବାମାଙ୍କ ସହଯୋଗ ଓ ଯୋଗଦାନ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଅଶେଷ ଧନ୍ୟବାଦ ଜଣାଇଥିଲେ ।

ଏଥିସହିତ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଓବାମାଙ୍କ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ ।.

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How AI & next-gen tech driving India’s MedTech growth

Media Coverage

How AI & next-gen tech driving India’s MedTech growth
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi