ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହିଳା ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିଥିବାରୁ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

ସେମାନଙ୍କର ବିଜୟ ଆଗାମୀ ଆଥଲେଟ୍‌ମାନଙ୍କୁ ଉତ୍ସାହିତ କରିବ ବୋଲି ଶ୍ରୀ ମୋଦୀ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଏକ ଅଭୂତପୂର୍ବ ସଫଳତା !

ମହିଳା ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିବା ପାଇଁ ଆମର ହକି ଦଳକୁ ଅଭିନନ୍ଦନ । ସମଗ୍ର ଟୁର୍ନାମେଣ୍ଟରେ ସେମାନେ ଅତ୍ୟନ୍ତ ଭଲ ଖେଳିଥିଲେ । ସେମାନଙ୍କର ଏହି ସଫଳତା ଅନେକ ଭାରତୀୟ ଆଥଲେଟ୍‌ମାନଙ୍କୁ ଉତ୍ସାହିତ କରିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India leads globally in renewable energy; records highest-ever 31.25 GW non-fossil addition in FY 25-26: Pralhad Joshi.

Media Coverage

India leads globally in renewable energy; records highest-ever 31.25 GW non-fossil addition in FY 25-26: Pralhad Joshi.
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles loss of lives due to a mishap in Nashik, Maharashtra
December 07, 2025

The Prime Minister, Shri Narendra Modi has expressed deep grief over the loss of lives due to a mishap in Nashik, Maharashtra.

Shri Modi also prayed for the speedy recovery of those injured in the mishap.

The Prime Minister’s Office posted on X;

“Deeply saddened by the loss of lives due to a mishap in Nashik, Maharashtra. My thoughts are with those who have lost their loved ones. I pray that the injured recover soon: PM @narendramodi”