ଓନମ୍ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“ସମସ୍ତଙ୍କୁ ଓନମ୍‌ର ଶୁଭକାମନା । ସବୁଠାରେ ଶାନ୍ତି, ସମୃଦ୍ଧି ଏବଂ ସୁସ୍ଥ ପରିବେଶ ରହୁ । ଏହି ପର୍ବ କେରଳର ଗୌରବମୟ ସଂସ୍କୃତିର ପ୍ରତୀକ ଏବଂ ସମଗ୍ର ବିଶ୍ୱରେ ମାଲାୟାଲୀ ସମ୍ପ୍ରଦାୟ ଦ୍ୱାରା ଉତ୍ସାହର ସହିତ ପାଳନ କରାଯାଇଥାଏ।”

“ഏവർക്കും സന്തോഷകരമായ ഓണം ആശംസിക്കുന്നു. എങ്ങും സമാധാനവും സമൃദ്ധിയും ക്ഷേമവും ഉണ്ടാകട്ടെ. കേരളത്തിന്റെ മഹത്തായ സംസ്ക്കാരം ആഘോഷിക്കുന്ന ഈ ഉത്സവം ലോകമെമ്പാടുമുള്ള മലയാളി സമൂഹം ആവേശത്തോടെ ആഘോഷിക്കുന്നു.”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India clears a major nuclear milestone as Kalpakkam fast breeder reactor turns 'critical'

Media Coverage

India clears a major nuclear milestone as Kalpakkam fast breeder reactor turns 'critical'
NM on the go

Nm on the go

Always be the first to hear from the PM. Get the App Now!
...
Chief Minister of Chhattisgarh meets Prime Minister
April 07, 2026