Announces ex-gratia to victims

ଗୁଜରାଟର ମେହସଣା ଜିଲ୍ଲାରେ କାନ୍ଥ ପଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଶ୍ରୀ ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଗୁଜରାଟର ମେହସଣାରେ କାନ୍ଥ ପଡ଼ି ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ଏହି ଘଟଣାରେ ଯେଉଁମାନେ ନିଜ ଲୋକଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏହି କଷ୍ଟ ସହିବାକୁ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ।@narendramodi ”

“ଗୁଜରାଟର ମେହସଣାରେ କାନ୍ଥପଡ଼ିବା ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରାଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s AI moment: Sarvam turns unicorn at $1.5 billion valuation

Media Coverage

India’s AI moment: Sarvam turns unicorn at $1.5 billion valuation
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 16, 2026
June 16, 2026

Viksit Bharat in Action: 12 Years of Roads, AI Unicorns, Export Booms & Unmatched Global Camaraderie"