ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲେ

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ ଯାଇଥିଲି। ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଉପକୃତ ହୋଇଛନ୍ତି ଏବଂ ଗର୍ବିତ ଘର ମାଲିକ ଅଟନ୍ତି । ନାତି ସୌମ୍ୟଜିତଙ୍କ ସମେତ ସେମାନଙ୍କ ପରିବାରକୁ ଭେଟିଥିଲି। ନାୟକ ପରିବାର ମଧ୍ୟ ସ୍ୱାଦିଷ୍ଟ କ୍ଷୀରି ପରିବେଷଣ କରିଥିଲେ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India accelerates ‘semiconductor drive’ with Rs 1.64 lakh crore investment plan

Media Coverage

India accelerates ‘semiconductor drive’ with Rs 1.64 lakh crore investment plan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2026
June 29, 2026

PM Modi Advancing National Strength Through Unity, Innovation and Janbhagidari