ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 4, 2021ରେ ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତର ପ୍ରଦେଶର ଗୋରଖପୁର ଚୌରୀ ଚୌରା ଶତବାର୍ଷିକୀ ଉତ୍ସବକୁ ଉଦଘାଟନ କରିବେ । ଦେଶର ସ୍ୱାଧୀନତା ସଂଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ପରିଚିତ ‘ଚୌରୀ ଚୌରା’ର 100 ବର୍ଷ ପୂର୍ତ୍ତି ହେଉଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଚୌରୀ ଚୌରା ଶତବାର୍ଷିକୀ ସମାରୋହର ଡାକ ଟିକଟ ଉନ୍ମୋଚନ କରିବେ । ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ରାଜ୍ୟ ସରକାରଙ୍କ ଦ୍ୱାରା ଯୋଜନା କରାଯାଇଥିବା ଶତବାର୍ଷିକୀ ଉତ୍ସବ ଏବଂ ବିଭିନ୍ନ କାର୍ଯ୍ୟକ୍ରମକୁ ସମସ୍ତ 75ଟି ଜିଲ୍ଲାରେ ଫେବୃଆରୀ 4, 2021ରୁ ଆରମ୍ଭ କରାଯାଇ ଫେବୃଆରୀ 4, 2022 ପର୍ଯ୍ୟନ୍ତ ପାଳନ କରାଯିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
EU Firms Generate 186 Billion Euros In India, Support 6 Million Jobs: Report

Media Coverage

EU Firms Generate 186 Billion Euros In India, Support 6 Million Jobs: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 8, 2026
May 08, 2026

Nari Shakti to National Security: One Vision, a Thousand Victories Under PM Modi