ପ୍ରଧାନମନ୍ତ୍ରୀ ଗତକାଲିର ମନ୍‌କିବାତ୍ ଅଧ୍ୟାୟରେ ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ମଧ୍ୟ ପ୍ରଶଂସା କରିଥିଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ଏକ ପେଡ୍ ମାଁ କେ ନାମ’ (ମାଆଙ୍କ ନାମରେ ଗୋଟିଏ ଗଛ) ଅଭିଯାନକୁ ସମର୍ଥନ କରିଥିବାରୁ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ ଅଲିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗତକାଲିର ମନ୍ କି ବାତ୍ ଅଧ୍ୟାୟରେ ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ଶ୍ରୀ ମୋଦୀ  ପ୍ରଶଂସା କରିଥିଲେ ।

ଗୁୟାନା ରାଷ୍ଟ୍ରପତି ଡ. ଇରଫାନ ଅଲିଙ୍କ ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି :

“ତୁମର ସହଯୋଗ ସର୍ବଦା ମନେ ରହିବ । ମୋର ମନ୍‌କିବାତ୍ କାର୍ଯ୍ୟକ୍ରମ ସମୟରେ ମୁଁ ଏହି ବିଷୟରେ କହିଥିଲି । ଏହି ଅଧ୍ୟାୟରେ ଗୁୟାନାରେ ଥିବା ଭାରତୀୟ ସମ୍ପ୍ରଦାୟକୁ ମଧ୍ୟ ପ୍ରଶଂସା କରିଥିଲି ।

@DrMohamedIrfaa1

@presidentaligy

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Built for tomorrow's wars: How India's new turbojet engine changes the missile and drone equation

Media Coverage

Built for tomorrow's wars: How India's new turbojet engine changes the missile and drone equation
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026