ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 19, 2021ରେ 11.00ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଶ୍ୱ-ଭାରତୀ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ । ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଜଗଦୀପ ଧନଖଡ଼; କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲ ନିଶଙ୍କ ଏବଂ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ଏହି ଅବସରରେ ଯୋଗଦେବେ । ସମାରୋହରେ ସମୁଦାୟ 2535 ଛାତ୍ରଛାତ୍ରୀ ସେମାନଙ୍କ ଡିଗ୍ରୀ ପ୍ରାପ୍ତ କରିବେ ।

ବିଶ୍ଵ-ଭାରତୀ ସମ୍ବନ୍ଧରେ

ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ଵାରା 1921 ମସିହାରେ ବିଶ୍ଵ-ଭାରତୀ ପ୍ରତିଷ୍ଠିତ ହୋଇଥିଲା । ଏହା ଦେଶର ସର୍ବ ପୁରାତନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ । ସଂସଦର ଏକ ଅଧିନିୟମ ଦ୍ଵାରା ମେ’ 1951ରେ ବିଶ୍ୱ-ଭାରତୀକୁ ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ “ଜାତୀୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ” ଭାବେ ଘୋଷଣା କରାଯାଇଥିଲା । ଗୁରୁଦେବ ଟାଗୋରଙ୍କ ଦ୍ଵାରା ପ୍ରସ୍ତୁତ ଶିକ୍ଷାଦାନ ପଦ୍ଧତିକୁ ବିଶ୍ୱବିଦ୍ୟାଳୟ ଅନୁସରଣ କରିଥିଲା, ଯଦିଓ ଧୀରେ ଧୀରେ ଏହା ଅନ୍ୟତ୍ର ବିକଶିତ ହେଉଥିବା ଆଧୁନିକ ପ୍ରଣାଳୀର ବିଶ୍ଵବିଦ୍ୟାଳୟଗୁଡିକ ଭଳି ବିକଶିତ ହୋଇଥିଲା । ପ୍ରଧାନମନ୍ତ୍ରୀ ଏହି ବିଶ୍ୱବିଦ୍ୟାଳୟର କୁଳପତି ମଧ୍ୟ ଅଟନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Over 51 lakh households benefit under PM Surya Ghar, 28.4 lakh farm pumps solarised: Govt

Media Coverage

Over 51 lakh households benefit under PM Surya Ghar, 28.4 lakh farm pumps solarised: Govt
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting determination, perseverance, and continuous effort in overcoming life's challenges
August 13, 2026

Prime Minister Shri Narendra Modi shared a Sanskrit Subhashitam today, highlighting the power of determination, perseverance, and courage in overcoming life's challenges and turning adverse circumstances into favorable ones.

The Prime Minister wrote on X;

"दैवं पुरुषकारेण यः समर्थः प्रबाधितुम्।

न दैवेन विपन्नार्थः पुरुषः सोऽवसीदति॥"

A person who possesses the determination, perseverance and courage to turn adverse circumstances into favorable ones is never defeated by the challenges of life. Instead, through continuous effort and unwavering resolve, he moves forward and ultimately achieves success.