ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ରାଞ୍ଚିଠାରେ ସେପ୍ଟେମ୍ବର 12, 2019ରେ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିବେ ।
ଏହି ଯୋଜନା ଅନ୍ତର୍ଗତ 60 ବର୍ଷରୁ ଅଧିକ ବୟସର 5 କୋଟି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ନ୍ୟୁନତମ 3000 ଟଙ୍କା ପେନସନ ଯୋଗାଇ ଦିଆଯିବ ।

ଏହି ଯୋଜନାରେ ଆଗାମୀ 3 ବର୍ଷ ପାଇଁ 10,774 କୋଟି ଟଙ୍କାର ବ୍ୟୟ ଅଟକଳ ରହିଛି ।

18 ରୁ 40 ବର୍ଷ ବୟସର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏଥିପାଇଁ ଆବେଦନ କରିପାରିବେ ।

ଚାଷୀମାନେ ସେମାନଙ୍କ ମାସିକ କିସ୍ତିକୁ ପିଏମ-କିଷାନ ଏବଂ ସିଏସସି ମାଧ୍ୟମରେ ଅଂଶଦାନ କରିପାରିବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଆଦିବାସୀ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ସ୍ତରର ଶିକ୍ଷା ସୁବିଧା ଯୋଗାଇବା ପାଇଁ 400 ଏକଲବ୍ୟ ମଡେଲ ଆବାସିକ ସ୍କୁଲର ମଧ୍ୟ ଉଦ୍ଘାଟନ କରିବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଞ୍ଚିଠାରେ ଝାଡଖଣ୍ଡ ବିଧାନ ସଭାର ନୂତନ କୋଠା ଉଦ୍ଘାଟନ କରିବା ସହିତ ନୂତନ ସଚିବାଳୟ କୋଠାର ଆଧାରଶିଳା ମଧ୍ୟ ରଖିବେ ।

ଗସ୍ତ କାଳରେ ସେ ସାହେବଗଞ୍ଜଠାରେ ବହୁମୂଖୀ ମଡେଲ ଟର୍ମିନାଲକୁ ମଧ୍ୟ ଉଦ୍ଘାଟନ କରିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India & Iran: Partners in an uncertain world

Media Coverage

India & Iran: Partners in an uncertain world
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 12, 2026
May 12, 2026

Building a Trusted India: Modi's Leadership in Finance, Manufacturing, and Global Partnerships