ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”
Chief Minister of Rajasthan, Shri @BhajanlalBjp, met Prime Minister @narendramodi. pic.twitter.com/1kmxPe1PzX
— PMO India (@PMOIndia) September 1, 2024