ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@RajCMO”
CM of Rajasthan, Shri @BhajanlalBjp met Prime Minister @narendramodi.@RajCMO pic.twitter.com/6kXi1SbDQg
— PMO India (@PMOIndia) July 29, 2025


