PM Modi sanctions ex-gratia relief under PMNRF for the kin of accident victims in Punjab and Bihar
PM Modi sanctions ex-gratia of Rs. 2 lakh each to the next of kin of the persons deceased, and Rs. 50,000 each to the seriously injured

ବିହାର ଓ ପଞ୍ଜାବରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମର୍ମାହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ମୃତାହତଙ୍କ ଖବର ନେଇ ପ୍ରଧାନମନ୍ତ୍ରୀ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେପ୍ଟେମ୍ବର 19ରେ ବିହାରର ମଧୁବଣୀ ଜିଲ୍ଲାର ବେନ୍ନିପଟ୍ଟିଠାରେ ଏବଂ ପଞ୍ଜାବର ଅମୃତସର ଜିଲ୍ଲାର ଅଟାରି ନିକଟସ୍ଥ ମୁହୱା ଗାଁରେ ଘଟିଥିବା ବସ ଦୁର୍ଘଟଣାର ମୃତକଙ୍କ ପରିଜନଙ୍କ ପାଇଁ 2 ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ 50 ହଜାର ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Odisha’s Dhenkanal farmers export 3 tonne of mango to London

Media Coverage

Odisha’s Dhenkanal farmers export 3 tonne of mango to London
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India