ସିକିମର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତାମଙ୍ଗ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;
“ସିକିମ ମୁଖ୍ୟମନ୍ତ୍ରୀ Shri @PSTamangGolay ଆଜି ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
CM of Sikkim, Shri @PSTamangGolay met Prime Minister @narendramodi. pic.twitter.com/4TAPakoZFM
— PMO India (@PMOIndia) October 6, 2025


