ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ସିକିମ ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ସିକିମ ରାଜ୍ୟପାଳ ଶ୍ରୀ @OmMathur_Raj ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
Governor of Sikkim, Shri @OmMathur_Raj, met Prime Minister @narendramodi. pic.twitter.com/FxYxfChO3m
— PMO India (@PMOIndia) June 13, 2025