ସେୟାର
 
Comments

Citizens Rejoice as UPI Transactions see 650% rise at Semi-urban and Rural Stores Signalling a Rising, Digital India

Appreciation for Development in the New India Under PM Modi’s Visionary Leadership

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Core sector growth at three-month high of 7.4% in December: Govt data

Media Coverage

Core sector growth at three-month high of 7.4% in December: Govt data
...

Nm on the go

Always be the first to hear from the PM. Get the App Now!
...
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଶିଷ୍ଟ ଓକିଲ ଶ୍ରୀ ଶାନ୍ତି ଭୂଷଣଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
January 31, 2023
ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଶିଷ୍ଟ ଓକିଲ ଶ୍ରୀ ଶାନ୍ତି ଭୂଷଣଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ଶାନ୍ତି ଭୂଷଣ ଜୀଙ୍କୁ ଆଇନଗତ କ୍ଷେତ୍ରରେ ତାଙ୍କର ଅବଦାନ ଏବଂ ବଞ୍ଚିତ ଲୋକଙ୍କ ପାଇଁ କହିବାର ନିଶା ପାଇଁ ସ୍ମରଣ କରାଯିବ । ତାଙ୍କର ଦେହାନ୍ତ ହେତୁ ଦୁଃଖିତ । ତାଙ୍କ ପରିବାର ପ୍ରତି ସମବେଦନା । ଓମ୍ ଶାନ୍ତି ।”