ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବାରଣାସୀରେ ବିଶାଳ ରୋଡ ଶୋ' କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରତି ଲୋକଙ୍କ ସ୍ନେହ ଅତୁଳନୀୟ ଥିଲା।