Chief Minister of Tamil Nadu, Shri O. Paneerselvam, meets PM Narendra Modi
Tamil Nadu CM takes up ban imposed on Jallikattu by the Supreme Court in discussion with PM Modi
PM Modi assures Centre's assistance to address drought situation in Tamil Nadu

ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଶ୍ରୀ ଓ॰ପନୀରସେଲଭମ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ସାକ୍ଷାତ କରିଛନ୍ତି ।

ତାମିଲନାଡ଼ୁର ପାରମ୍ପରିକ କ୍ରୀଡ଼ା ଜଲ୍ଲିକଟ୍ଟୁ ଉପରେ ସୁପ୍ରିମକୋର୍ଟଙ୍କ କଟକଣା ସମ୍ପର୍କରେ ଉଭୟ ନେତା ଆଲୋଚନା କରିଥିଲେ । ଜଲ୍ଲିକଟ୍ଟୁର ସାଂସ୍କୃତିକ ଗୁରୁତ୍ୱକୁ ଉପଲବ୍ଧି କରିଥିବା ବେଳେ ପ୍ରଧାନମନ୍ତ୍ରୀ ଏହି ବିଷୟ ଏବେ ଅଦାଲତର ବିଚାରାଧୀନ ରହିଥିବା କହିଥିଲେ ।

ଏ ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ କେନ୍ଦ୍ର ସରକାର ସହଯୋଗ ଓ ସକାରାତ୍ମକ ଦୃଷ୍ଟିରେ ଦେଖିବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଏହାବ୍ୟତୀତ ତାମିଲନାଡ଼ୁରେ ମରୁଡ଼ି ପରିସ୍ଥିତି ଅନୁଧ୍ୟାନ ପାଇଁ ଖୁବଶୀଘ୍ର ଏକ କେନ୍ଦ୍ରୀୟ ଦଳ ଗସ୍ତ କରିବେ ଏବଂ ଏ ଦିଗରେ ରାଜ୍ୟକୁ ସବୁପ୍ରକାର ଆବଶ୍ୟକ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Putin credits PM Modi for growing Russia India trade in talks with EAM Jaishankar

Media Coverage

Putin credits PM Modi for growing Russia India trade in talks with EAM Jaishankar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 24, 2026
August 24, 2026

Beyond Announcements: Real Milestones Proving India’s Rise Across Defence, Tech & Economy Under the Leadership of PM Modi