ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ଶିକ୍ଷକ ସମାଜକୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଶିଶୁମାନଙ୍କ ଜୀବନକୁ ଶିକ୍ଷକମାନେ ଗଭୀର ଭାବେ ପ୍ରଭାବିତ କରିଥାନ୍ତି ଏବଂ ସେମାନଙ୍କ ପ୍ରେରଣା ଛାତ୍ରଛାତ୍ରୀମାନଙ୍କ ମନରେ ଜୀବନ ବ୍ୟାପୀ ରେଖାପାତ କରିଥାଏ । 

ଏଠାରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ଦିଆଯାଇଛି :

ଚିଠିକୁ ଡାଉନଲୋଡ କରିବା ପାଇଁ ଏଠାରେ କ୍ଲିକ କରନ୍ତୁ 

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Indian startups raise $10 billion in a quarter for the first time, report says

Media Coverage

Indian startups raise $10 billion in a quarter for the first time, report says
...

Nm on the go

Always be the first to hear from the PM. Get the App Now!
...
PM greets people on Milad-un-Nabi
October 19, 2021
ସେୟାର
 
Comments

The Prime Minister, Shri Narendra Modi has greeted the people on the occasion of Milad-un-Nabi.

In a tweet, the Prime Minister said;

"Milad-un-Nabi greetings. Let there be peace and prosperity all around. May the virtues of kindness and brotherhood always prevail. Eid Mubarak!"