PM dedicates AIIMS Bilaspur to the nation
PM inaugurates Government Hydro Engineering College at Bandla
PM lays foundation stone of Medical Device Park at Nalagarh
PM lays foundation stone of project for four laning of National Highway worth over Rs 1690 crores
“Fortunate to have been a part of Himachal Pradesh's development journey”
“Our government definitely dedicates the project for which we lay the foundation stone”
“Himachal plays a crucial role in 'Rashtra Raksha', and now with the newly inaugurated AIIMS at Bilaspur, it will also play pivotal role in 'Jeevan Raksha'”
“Ensuring dignity of life for all is our government's priority”
“Happiness, convenience, respect and safety of women are the foremost priorities of the double engine government”
“Made in India 5G services have started, and the benefits will be available in Himachal very soon”

 ଜୋ ମାତା ନେଣା ଦେବିୟା ରୀ, ଜୋ ବଜିଏ ବାୱେ ରୀ ।

ବିଳାସପୁରବାସୀ... ଆଜି ଧନ୍ୟ ହୋଇଗଲି, ଆଜି... ମୋର... ଦଶହରାରେ, ଏହି ପାବନ ଅବସରରେ ମାତା ନେଣା ଦେବିୟା ରେ, ଆଶୀର୍ବାଦ ଯୋଗୁ, ଆପଣଙ୍କ ସହରରେ ଦର୍ଶନ କରିବାର ସୌଭାଗ୍ୟ ମିଳିଲା! ଆପଣଙ୍କ ସହରରେ ଯେଉଁ, ମୋର ରାମ ରାମ । ଏଠାରେ ଏମ୍ସ ପାଇଁ ବହୁତ ବହୁତ ଶୁଭେଚ୍ଛା ।

ହିମାଚଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ହିମାଚଳର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଜୟରାମ ଠାକୁର ଜୀ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଁ ସମସ୍ତଙ୍କ ମାର୍ଗଦର୍ଶକ ଏବଂ ଏହି ଧରିତ୍ରୀର ସନ୍ତାନ, ଶ୍ରୀମାନ ଜେପି ନଡ୍ଡା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଏବଂ ଆମର ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀ, ହିମାଚଳ ଭାଜପାର ଅଧ୍ୟକ୍ଷ ଏବଂ ସଂସଦରେ ମୋର ସହଯୋଗୀ ସୁରେଶ କଶ୍ୟପ ଜୀ, ସଂସଦରେ ମୋର ସାଥି କିଶନ କପୁର ଜୀ, ଭଉଣୀ ଇନ୍ଦୁ ଗୋସ୍ୱାମୀ ଜୀ, ଡକ୍ଟର ସିକନ୍ଦର କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ମୋତେ ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ, ସମ୍ପୂର୍ଣ୍ଣ ଦେଶବାସୀଙ୍କୁ ବିଜୟା ଦଶମୀ ଅବସରରେ ବହୁତ ବହୁତ ଶୁଭକାମନା ।

ଏହି ପର୍ବ ସମସ୍ତ ଅଶୁଭକୁ ଅତିକ୍ରମ କରି ଅମୃତ କାଳ ପାଇଁ ଯେଉଁ ପଞ୍ଚ ପ୍ରାଣର ସଂକଳ୍ପ ଦେଶ ନେଇଛି, ତା’ ଉପରେ ଚାଲିବା ପାଇଁ ନୂତନ ଶକ୍ତି ଦେବ, ମୋର ସୌଭାଗ୍ୟ ଏହି କି ଯେ ବିଜୟା ଦଶମୀ ଅବସରରେ ହିମାଚଳ ପ୍ରଦେଶର ଲୋକମାନଙ୍କ ସ୍ୱାସ୍ଥ୍ୟ, ଶିକ୍ଷା, ରୋଜଗାର ଏବଂ ଭିତ୍ତିଭୂମିର ହଜାର ହଜାର, କୋଟି କୋଟି ଟଙ୍କାର ପ୍ରକଳ୍ପ, ଏହାକୁ ଉପହାର ଦେବାର ଅବସର ମିଳିଛି । ଆଉ ଏହା ମଧ୍ୟ ସଂଯୋଗ ଦେଖନ୍ତୁ । ବିଜୟା ଦଶମୀ ଥିବ ଏବଂ ବିଜୟର ବିଗୁଲର ଅବସର ଥିବ । ଏହା ଭବିଷ୍ୟତର ପ୍ରତ୍ୟେକ ଦୃଷ୍ଟିକୋଣର ଆରମ୍ଭ ନେଇ ଆସିଛି । ବିଳାସପୁରକୁ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବା ଦୁଇଟି ଉପହାର ମିଳିଛି । କହଲୁରା ରୀ.... ବଂଦଲେ ଧାରା ଉପ୍ପର, ହାଇଡ୍ରୋ କଲେଜ... କନେ ଥିଲ୍ଲେ ଏମ୍ସ... ହୁଣ ଏଥି ରୀ ପେହଚାନ ହୁଣୀ!

ଭାଇ ଏବଂ ଭଉଣୀମାନେ,

ଏଠାରେ ବିକାଶର ଯୋଜନାଗୁଡ଼ିକୁ ଆପଣଙ୍କୁ ଦେଇଦେବା ପରେ, ଯେମିତି ଜୟରାମ ଜୀ କହିଲେ, ଆହୁରି ଗୋଟିଏ ସାଂସ୍କୃତିକ ଐତିହ୍ୟର ସାକ୍ଷୀ ହେବାକୁ ଯାଉଛି ଏବଂ ବହୁବର୍ଷ ପରେ ମୋତେ ପୁଣିଥରେ କୁଲ୍ଲୁ ଦଶହରାରେ ଅଂଗଶ୍ରହଣ କରିବାକୁ ସୌଭାଗ୍ୟ ମିଳିବ । ଶହ ଶହ ଦେବୀ-ଦେବତାମାନଙ୍କ ସହିତ ଭଗବାନ ରଘୁନାଥ ଜୀଙ୍କର ଯାତ୍ରାରେ ସାମିଲ ହୋଇ ମୁଁ ଦେଶ ପାଇଁ ମଧ୍ୟ ଆଶୀର୍ବାଦ ମାଗିବି । ଏବଂ ଆଜି ଯେତେବେଳେ ଏଠାରେ ବିଳାସପୁରକୁ ଆସିଛି ସେତେବେଳେ ପୁରୁଣା ସ୍ମୃତିଗୁଡ଼ିକ ମନେପଡ଼େ ତାହା ହେବା ବହୁତ ସ୍ୱାଭାବିକ ଅଟେ । ସେତେବେଳେ ମଧ୍ୟ ଗୋଟିଏ ସମୟ ଥିଲା, ଏଠାରେ ପାଦରେ ବୁଲୁଥିଲି । କେତେବେଳେ ମୁଁ, ଧୂମଲ ଜୀ ନଡ୍ଡା ଜୀ, ପାଦରେ ଚାଲି ଚାଲି ଏଠିକାର ମାର୍କେଟକୁ ବାହାରି ପଡୁଥିଲେ । ଆମେ ଗୋଟିଏ ବହୁତ ବଡ଼ ରଥଯାତ୍ରାର କାର୍ଯ୍ୟକ୍ରମ ନେଇ ମଧ୍ୟ ଏହି ବିଳାସପୁର ଗଳି ଦେଇ ଯାଇଥିଲୁ । ଏବଂ ସେତେବେଳେ ସ୍ୱର୍ଣ୍ଣ ଜୟନ୍ତୀ ରଥଯାତ୍ରା ଏହି ବାଟ ଦେଇ ଏବଂ ତାହା ପୁଣି ମେନ ମାର୍କେଟରୁ ବାହାରିଥିଲା ଏବଂ ସେଠାରେ ଜନସଭା ହୋଇଥିଲା । ଏବଂ ଅନେକ ଥର ମୋର ଏଠାକୁ ଆସିବା ହେଲା, ଆପଣମାନଙ୍କ ମଧ୍ୟରେ ରହିବା ମଧ୍ୟ ହୋଇଛି ।

ହିମାଚଳର ଏହି ଭୂମିରେ କାମ କରିବାରେ ମୋତେ ନିରନ୍ତର ହିମାଚଳର ବିକାଶ ଯାତ୍ରାର ସହଯୋଗୀ ହେବାର ଅବସର ମିଳିଛି । ଏବଂ ମୁଁ ଏବେ ଶୁଣୁଥିଲି, ଅନୁରାଗ ଜୀ ବହୁତ ଜୋର ଜୋରରେ କହୁଥିଲେ, ଏହା ମୋଦୀ ଜୀ କରିଛନ୍ତି, ଏହା ମୋଦୀ ଜୀ କରିଛନ୍ତି, ଏହା ମୋଦୀ ଜୀ କରିଛନ୍ତି । ଏହା ମୋଦୀ ଜୀ କରିଛନ୍ତି ଏବଂ ଆମର ମୁଖ୍ୟମନ୍ତ୍ରୀ ଜୟରାମ ଜୀ ମଧ୍ୟ କହୁଥିଲେ, ମୋଦୀ ଜୀ କରିଛନ୍ତି, ମୋଦୀ ଜୀ କରିଛନ୍ତି । କିନ୍ତୁ ମୁଁ ସତ କହୁଛି, ସତ କହିବି କିଏ କରିଛନ୍ତି, କହିବି? ଏହା ଯାହା କିଛି ହେଉଛି ତାହା ଆପଣ କରିଛନ୍ତି । ଆପଣଙ୍କ କାରଣରୁ ହୋଇପାରିଛି। ଯଦି ଆପଣ ଦିଲ୍ଲୀରେ କେବଳ ମୋଦୀ ଜୀଙ୍କୁ ଆଶୀର୍ବାଦ ଦେବା ପାଇଁ ଏବଂ ହିମାଚଳର ମୋଦୀ ଜୀଙ୍କ ସାଥିମାନଙ୍କୁ ଆଶୀର୍ବାଦ ନ ଦେବେ ତେବେ ଏହି ସମସ୍ତ କାର୍ଯ୍ୟରେ ସେମାନେ ବାଧା ସୃଷ୍ଟି କରିଥାନ୍ତେ । ଏହା ଜୟରାମ ଜୀ ଏବଂ ତାଙ୍କ ଟିମ୍ ଯିଏକି ଯେଉଁ କାମ ଦିଲ୍ଲୀରୁ ମୁଁ ନେଇ ଆସିଥାଏ, ତାହାକୁ ଦ୍ରୁତ ଗତିରେ ଏହି ଲୋକମାନେ କରିଥାନ୍ତି, ଏଥିପାଇଁ ହେଉଛି । ଏବଂ ଏହା ଯଦି ଏପରି ହୋଇପାରିଛି ତେବେ ଆପଣଙ୍କର ଗୋଟିଏ ଭୋଟର ଶକ୍ତି ଅଟେ, ଯଦି ଟନେଲ ତିଆରି ହୋଇପାରିଛି ତାହା ଆପଣଙ୍କର ଗୋଟିଏ ଭୋଟର ତାକତ ଅଟେ, ହାଇଡ୍ରୋ ଇଞ୍ଜିନିୟରିଂ କଲେଜ ହୋଇଛି ତେବେ ଏହା ଆପଣଙ୍କ ଭୋଟର ତାକତ ଅଟେ, ଯଦି ମେଡିକାଲ ଡିଭାଇସ ପାର୍କ ତିଆରି ହେଉଛି ତେବେ ଏହା ମଧ୍ୟ ଆପଣଙ୍କର ଗୋଟିଏ ଭୋଟର ତାକତ ଅଟେ ଏବଂ ସେଥିପାଇଁ ଆଜି ମୁଁ ହିମାଚଳର ଅପେକ୍ଷାକୁ ଧ୍ୟାନରେ ରଖି ଗୋଟିଏ ପରେ ଗୋଟିଏ ବିକାଶର କାର୍ଯ୍ୟ କରୁଛି ।

ବିକାଶକୁ ନେଇ ଆମେ ଦେଶରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଗୋଟିଏ ବିକୃତ ଚିନ୍ତାଧାରା ଉପରେ ଦବି ଯିବାର ଦେଖିଛି । ଏହି ଭାବନା କ’ଣ ଥିଲା? ଭଲ ସଡ଼କ ହେବ ତେବେ କିଛି ରାଜ୍ୟମାନଙ୍କ ଏବଂ କିଛି ବଡ଼ ବଡ଼ ସହରରେ ହେବ, ଦିଲ୍ଲୀର ଆଖପାଖରେ ହେବ । ଭଲ ଶିକ୍ଷା ସଂସ୍ଥାନ ହେବ, ତେବେ ବହୁତ ବଡ଼ ବଡ଼ ସହରରେ ହେବ, ଭଲ ଡାକ୍ତରଖାନା ହେବ ତେବେ ତାହା ଦିଲ୍ଲୀରେ ହିଁ ହୋଇପାରିବ, ବାହାରେ କେଉଁଠି ହୋଇ ମଧ୍ୟ ପାରିବ ନାହିଁ । ଉଦ୍ୟୋଗ କାରବାର ହେବ ତେବେ ମଧ୍ୟ ବଡ଼ ବଡ଼ ସ୍ଥାନରେ ଲାଗିବ ଏବଂ ବିଶେଷ କରି ଦେଶର ପାହାଡ଼ିଆ ପ୍ରଦେଶରେ ମୌଳିକ ସୁବିଧାମାନ ସବୁଠାରୁ ଶେଷରେ, ବହୁ ବହୁ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବା ପରେ ପହଂଚୁଥିଲା। ସେହି ପୁରୁଣା ବିଚାରଧାରାର ପରିଣାମ ଏମିତି ହେଲା ଯେ ଏଥିରେ ଦେଶରେ ବିକାଶର ଏକ ବଡ଼ ଅସନ୍ତୁଳନତା ସୃଷ୍ଟି ହୋଇଗଲା । ଏହି କାରଣରୁ ଦେଶର ଗୋଟିଏ ବଡ଼ ଅଂଶ, ସେଠିକାର ଲୋକମାନେ ଅସୁବିଧାରେ, ଅଭାବରେ ରହିଲେ ।

ଗତ ୮ ବର୍ଷରେ ଦେଶ ଏବେ ସେହି ପୁରୁଣା ଚିନ୍ତାଧାରାକୁ ପଛରେ ପକାଇ, ନୂତନ ଚିନ୍ତାଧାରା, ଆଧୁନିକ ଚିନ୍ତାଧାରା ସହିତ ଆଗକୁ ବଢୁଛି । ବର୍ତ୍ତମାନ ଦେଖନ୍ତୁ, ଦୀର୍ଘ ସମୟ ପର୍ଯ୍ୟନ୍ତ ଏବଂ ମୁଁ ଯେତେବେଳେ ଏଠାରେ ଥିଲି, ମୁଁ ଲଗାତାର ଦେଖୁଥିଲି, ଏଠାରେ ଗୋଟିଏ ୟୁନିଭର୍ସିଟିରୁ ହିଁ ରୋଜଗାର ହେଉଥିଲା । ଚିକିତ୍ସା ହେଉ କିମ୍ବା ପୁଣି ମେଡିକାଲର ପାଠପଢ଼ା, ଆଇଜିଏମସି ଶିମଲା ଏବଂ ଟାଟା ମେଡିକାଲ କଲେଜ ଉପରେ ହିଁ ନିର୍ଭର କରିବାକୁ ପଡୁଥିଲା । ବଡ଼ ରୋଗର ଚିକିତ୍ସା ହେଉ କିମ୍ବା ପୁଣି ଶିକ୍ଷା କିମ୍ବା ରୋଜଗାର, ଚଣ୍ଡିଗଡ଼ ଏବଂ ଦିଲ୍ଲୀ ଯିବା ସେତେବେଳେ ହିମାଚଳ ପାଇଁ ମଜବୁରୀ ହୋଇ ଯାଉଥିଲା । କିନ୍ତୁ ଗତ ଆଠ ବର୍ଷରେ ଆମର ଡବଲ ଇଞ୍ଜିନର ସରକାର ହିମାଚଳର ବିକାଶର ଗାଥାକୁ ନୂତନ ଅଧିକତମ ସୀମାରେ ପହଞ୍ଚାଇ ଦେଇଥିଲେ । ଆଜି ହିମାଚଳରେ ସେଣ୍ଟ୍ରାଲ ୟୁନିଭର୍ସିଟି ମଧ୍ୟ ଅଛି, ଆଇଆଇଟି ମଧ୍ୟ ଅଛି, ଟ୍ରିପଲ ଆଇଟି ମଧ୍ୟ ଅଛି, ଇଣ୍ଡିଆନ ଇନଷ୍ଟିଚୁ୍ୟଟ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ଭଳି ପ୍ରତିଷ୍ଠିତ ସଂସ୍ଥାନ ମଧ୍ୟ ଅଛି । ଦେଶରେ ମେଡିକାଲ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ବିଭାଗରେ ସବୁଠାରୁ ବଡ଼ ସଂସ୍ଥାନ, ଏମ୍ସ ମଧ୍ୟ ବର୍ତ୍ତମାନ ବିଳାସପୁର ଏବଂ ହିମାଚଳର ଜନତାଙ୍କର ଗୌରବକୁ ବଢ଼ାଉଛି ।

ବିଳାସପୁର ଏମ୍ସ ଆହୁରି ପରିବର୍ତ୍ତନରେ ମଧ୍ୟ ଏକ ପ୍ରତୀକ ଅଟେ ଏବଂ ଏମ୍ସ ଭିତରେ ମଧ୍ୟ ଏହି ଗ୍ରୀନ ଏମ୍ସ ଭାବରେ ପରିଚିତ ହେବ । ସମ୍ପୂର୍ଣ୍ଣ ଭାବରେ ପର୍ଯ୍ୟାବରଣ ପ୍ରେମୀ ଏମ୍ସ, ପ୍ରକୃତି ପ୍ରେମୀ ଏମ୍ସ । ବର୍ତ୍ତମାନ ଆମର ସମସ୍ତ ସାଥୀମାନେ କହିଲେ, ପୂର୍ବ ସରକାର ଶିଳାନ୍ୟାସର ପ୍ରସ୍ତର ଲଗାଉଥିଲେ ଏବଂ ନିର୍ବାଚନ ବାହାରିବା ପରେ ଭୁଲି ଯାଉଥିଲେ । ଆଜି ମଧ୍ୟ ହିମାଚଳକୁ ଯିବେ, ଆମର ଧୁମଲ ଜୀ ଗୋଟିଏ ଥର କାର୍ଯ୍ୟକ୍ରମ କରିଥିଲେ । କେଉଁଠି କେଉଁଠି ପଥର ପଡ଼ିଥିଲା ତାକୁ ଖୋଜିବାକୁ ଏବଂ ବହୁତଗୁଡ଼ିଏ ଏମିତି କାର୍ଯ୍ୟକ୍ରମ ଯେଉଁଠି ଶିଳାନ୍ୟାସ ହୋଇଥିଲା, କାମ ହୋଇ ନ ଥିଲା ।

ମୋର ମନେ ଅଛି ମୁଁ ଗୋଟିଏ ଥର ରେଳବାଇର ରିଭୁ୍ୟ କରୁଥିଲି, ଆପଣଙ୍କର ଉନା ନିକଟେ ଗୋଟିଏ ରେଲୱେ ଲାଇନ ବିଛାଇବାର ଥିଲା । ୩୫ ବର୍ଷ ପୂର୍ବରୁ ନିର୍ଣ୍ଣୟ ହୋଇଥିଲା, ୩୫ ବର୍ଷ ପୂର୍ବରୁ ପାର୍ଲାମେଣ୍ଟରେ ଘୋଷଣା ହୋଇଥିଲା । କିନ୍ତୁ ପୁଣି ଫାଇଲ ବଡ଼ । ହିମାଚଳକୁ କିଏ ପଚାରିବ ଭାଇ । କିନ୍ତୁ ଇଏ ତ ହିମାଚଳର ପୁଅ ଏବଂ ହିମାଚଳକୁ ଭୁଲିପାରିବ ନାହିଁ, କିନ୍ତୁ ଆମର ସରକାରଙ୍କ ପରିଚୟ ଏହା ଯେ ଯେଉଁ ପ୍ରକଳ୍ପର ଶିଳାନ୍ୟାସ କରିଥାନ୍ତି, ତାହାର ଲୋକାର୍ପଣ ମଧ୍ୟ କରିଥାନ୍ତି । ଅଟକିବା, ଝୁଲିବା, ପଥଭ୍ରଷ୍ଟ ହେବା, ସେ ସମୟ ଚାଲିଗଲା ସାଥୀମାନେ!

ସାଥୀମାନେ,

ରାଷ୍ଟ୍ରର ରକ୍ଷାରେ ସବୁବେଳେ ହିମାଚଳର ବହୁତ ବଡ଼ ଯୋଗଦାନ ରହିଛି, ଯେଉଁ ହିମାଚଳ ପୁରା ଦେଶରେ ରାଷ୍ଟ୍ରର ରକ୍ଷାରେ ବୀରମାନଙ୍କ ପାଇଁ ଜଣାଯାଇଛି ସେହି ହିମାଚଳ ଏବେ ଏହି ଏମ୍ସ ପରେ ଜୀବନ ରକ୍ଷା ପାଇଁ ମଧ୍ୟ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ । ୨ଠ୧୪ ମସିହା ପର୍ଯ୍ୟନ୍ତ ହିମାଚଳରେ କେବଳ ୩ଟି ମେଡିକାଲ, କଲେଜ ଥିଲା, ସେଥିମଧ୍ୟରୁ ୨ଟି ସରକାରୀ ଥିଲା । ଗତ ୮ ବର୍ଷ ମଧ୍ୟରେ ୫ଟି ନୂତନ ସରକାରୀ ମେଡିକାଲ କଲେଜ ହିମାଚଳରେ ତିଆରି ହୋଇଛି । ୨ଠ୧୪ ପର୍ଯ୍ୟନ୍ତ ଅଣ୍ଡର ଏବଂ ପୋଷ୍ଟ ଗ୍ରାଜୁଏଟଙ୍କୁ ମିଶାଇ କେବଳ ୫ଠଠ ବିଦ୍ୟାର୍ଥୀ ପଢ଼ି ପାରୁଥିଲେ । ଆଜି ଏହି ସଂଖ୍ୟା ୧୨ଠଠରୁ ଅଧିକ, ଅର୍ଥାତ ଦୁଇଗୁଣରୁ ମଧ୍ୟ ଅଧିକ ହୋଇଯାଇଛି । ଏମ୍ସରେ ପ୍ରତ୍ୟେକ ବର୍ଷ ଅନେକ ନୂଆ ଡାକ୍ତର ହେବେ, ନର୍ସିଂ ସହିତ ଜଡ଼ିତ ଯୁବକମାନେ ଏଠାରେ ଟ୍ରେନିଂ ପାଇବେ, ଏବଂ ମୋତେ ଜୟରାମ ଜୀଙ୍କ ଟିମକୁ, ଜୟରାମ ଜୀଙ୍କୁ, ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ ବିଶେଷ ଭାବେ କୃତଜ୍ଞତା ଜଣାଉଛି । ଯେତେବେଳେ ନଡ୍ଡା ଜୀ ସ୍ୱାସ୍ଥ୍ୟ ମନ୍ତ୍ରୀ ଥିଲେ, ସେହି ସମୟରେ ଆମେ ନିର୍ଣ୍ଣୟ ନେଇଥିଲୁ ସେତେବେଳେ ନଡ୍ଡା ଜୀଙ୍କ ଉପରେ ବହୁତ ବଡ଼ ଦାୟିତ୍ୱ ଆସିଗଲା, ମୁଁ ଶିଳାନ୍ୟାସ ମଧ୍ୟ କରିଥିଲେ । ଏହି ଅବଧିରେ କରୋନାର ଭୟଙ୍କର ମହାମାରୀ ଆସିଲା ଏବଂ ଆମେ ଜାଣିଛୁ ଯେ ହିମାଚଳର ଲୋକ ହିମାଚଳର କୌଣସି ମଧ୍ୟ କନଷ୍ଟ୍ରକସନର କାମ କରିଥାଏ ସେତେବେଳେ ବହୁତ ଅସୁବିଧା ଆସିଥାଏ, ଗୋଟିଏ ଗୋଟିଏ ଜିନିଷ ପାହାଡ଼ ଉପରକୁ ଆଣିବା କେତେ କଷ୍ଟକର ହୋଇଥାଏ । ଯେଉଁ କାମ ତଳେ ଗୋଟିଏ ଘଣ୍ଟାରେ ହୋଇଥାଏ, ତାହାକୁ ସେଠାରେ ପାହାଡ଼ରେ କରିବା ପାଇଁ ଗୋଟିଏ ଦିନ ଲାଗି ଯାଇଥାଏ । ତାହା ପରେ ମଧ୍ୟ, କରୋନାର କଠିନ ସମୟ ଥିବା ସତ୍ତ୍ୱେ ମଧ୍ୟ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଜୟରାମ ଜୀଙ୍କ ରାଜ୍ୟ ସରକାରଙ୍କ ଟିମ ମିଳିତ ଭାବେ ଯେଉଁ କାର୍ଯ୍ୟ କଲେ, ଆଜି ଏମ୍ସ ଦଣ୍ଡମାନ, ଏମ୍ସ କାମ କରିବା ଆରମ୍ଭ ହୋଇଯାଇଛି ।

ମେଡିକାଲ କଲେଜ ନୁହେଁ, ଆମେ ଆଉ ଏକ ଦିଗରେ ଆଗକୁ ବଢ଼ିବା, ଔଷଧ ଏବଂ ଜୀବନରକ୍ଷକ ଟିକାର ନିର୍ମାତା ଭାବରେ ମଧ୍ୟ ହିମାଚଳର ଭୂମିକାର ବହୁତ ଅଧିକ ବିସ୍ତାର କରାଯାଉଛି । ବଲ୍କ ଟ୍ରଗ୍ସ ପାର୍କ ପାଇଁ ଦେଶରେ କେବଳ ତିନୋଟି ରାଜ୍ୟକୁ ବିଛାଯାଇଛି ଏବଂ ସେଥିରୁ ଗୋଟିଏ ଏମିତି କେଉଁ ରାଜ୍ୟ ଅଛି ଭାଇ, କେଉଁ ରାଜ୍ୟ ଅଛି? ହିମାଚଳ ଅଟେ, ଆପଣଙ୍କୁ ଗର୍ବ ଲାଗୁଛି କି ନାହିଁ? ଏହା ଆପଣଙ୍କ ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତର ଶିଳାନ୍ୟାସ ଅଟେ କି ନୁହେଁ? ଏହା ଆପଣଙ୍କର ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତର ଗ୍ୟାରେଣ୍ଟି କି ନୁହେଁ? ଆମେ କାମ ବଡ଼ ଦୃଢ଼ତାର ସହିତ କରିଥାଉ ଏବଂ ଆଜିର ପିଢ଼ି ପାଇଁ ମଧ୍ୟ କରିଥାଉ, ଆଗାମୀ ପିଢ଼ି ପାଇଁ ମଧ୍ୟ କରିଥାଉ ।

ସେହିଭଳି ଭାବରେ ମେଡିକାଲ ଡିଭାଇସ ପାର୍କ ପାଇଁ ୪ଟି ରାଜ୍ୟକୁ ବଛାଯାଇଛି, ଯେଉଁଠାରେ ଆଜି ମେଡିକାଲରେ ଟେକ୍ନୋଲୋଜୀର ଭରପୂର ଉପଯୋଗ ହେଉଛି । ବିଶେଷ ଭାବରେ ଉପକରଣର ଆବଶ୍ୟକତା ପଡ଼ିଥାଏ, ତାହାକୁ ତିଆରି କରିବା ପାଇଁ ଦେଶରେ ୪ଟି ରାଜ୍ୟ ବଛାଯାଇଛି, ଏତେ ବଡ଼ ଭାରତ ବର୍ଷ, ଏତେ ବଡ଼ ଜନସଂଖ୍ୟା, ହିମାଚଳ ହେଉଛି ମୋର ଗୋଟିଏ ଛୋଟ ରାଜ୍ୟ, କିନ୍ତୁ ଏହା ବୀରମାନଙ୍କର ଭୂମି ଅଟେ ଏବଂ ମୁଁ ଏଠିକାର ରୁଟି ଖାଇଛି, ମୋତେ କରଜ ମଧ୍ୟ ଶୁଝିବାକୁ ଅଛି ଏବଂ ସେଥିପାଇଁ ଚତୁର୍ଥ ମେଡିକାଲ ଡିଭାଇସ୍ ପାର୍କ କେଉଁଠାରେ ତିଆରି ହେଉଛି, ଆପଣଙ୍କ ହିମାଚଳରେ ତିଆରି ହେଉଛି ସାଥୀମାନେ । ବିଶ୍ୱରୁ ବଡ଼ ବଡ଼ ଲୋକମାନେ ଏଠାକୁ ଆସିବେ । ନାଲାଗଡ଼ରେ ଏହି ମେଡିକାଲ ଡିଭାଇସ ପାର୍କର ଶିଳାନ୍ୟାସ ଏହାର ଏକ ଅଂଶ ଅଟେ । ଏହି ଡିଭାଇସ ପାର୍କର ନିର୍ମାଣ ପାଇଁ ହଜାର ହଜାର କୋଟି ଟଙ୍କାର ନିବେଶ ଏଠାରେ ହେବ । ଏହା ସହ ଜଡ଼ିତ ଅନେକ ଛୋଟ ଏବଂ ଲଘୁ ଉଦ୍ୟୋଗ ଆଖ ପାଖରେ ବିକଶିତ ହେବ । ଏହାଦ୍ୱାରା ଏଠିକାର ହଜାର ହଜାର ଯୁବଗୋଷ୍ଠୀଙ୍କୁ ରୋଜଗାର ଅବସର ମିଳିବ ।

ସାଥୀମାନେ,

ହିମାଚଳର ଆଉ ଏକ ପକ୍ଷ ରହିଛି, ଯେଉଁଠାରେ ଏଠାରେ ବିକାଶର ଅନନ୍ତ ସମ୍ଭାବନା ଲୁଚି ରହିଛି, ଏହି ପକ୍ଷ ଅଟେ ମେଡିକାଲ ଟୁରିଜିମର । ଏଠିକାର ଆସୁଥିବା ପବନ, ଏଠିକାର ମୌସମ, ଏଠିକାର ବାତାବରଣ, ଏଠିକାର ଜଡ଼ିବୁଟି, ଏଠିକାର ଭଲ ସ୍ୱାସ୍ଥ୍ୟ ପାଇଁ ବହୁତ ଉପଯୁକ୍ତ ବାତାବରଣ । ଆଜି ଭାରତ ମେଡିକାଲ ଟୁରିଜିମକୁ ନେଇ ବିଶ୍ୱରେ ଏକ ବହୁତ ବଡ଼ ଆକର୍ଷଣର କେନ୍ଦ୍ର ହେବାକୁ ଯାଉଛି । ଯେତେବେଳେ ଦେଶ ଏବଂ ଦୁନିଆର ଲୋକମାନେ ଭାରତରେ ମେଡିକାଲ ଚିକିତ୍ସା ପାଇଁ ଆସିବାକୁ ଚାହିଁବେ ସେତେବେଳେ ଏଠିକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏତେ ବଢ଼ିଆ ଯେ ଏଠାକୁ ଆସିବେ । ଏକ ପ୍ରକାରରେ ତାଙ୍କ ପାଇଁ ଆରୋଗ୍ୟର ଲାଭ ମଧ୍ୟ ହେବ ଏବଂ ପର୍ଯ୍ୟଟନର ମଧ୍ୟ ଲାଭ ହେବ । ହିମାଚଳରେ ଦୁଇଟି ହାତରେ ଲଡୁ ରହିଛି ।

ସାଥୀମାନେ,

କେନ୍ଦ୍ର ସରକାରଙ୍କର ପ୍ରୟାସ ରହିଛି ଯେ ଗରିବ ଏବଂ ମଧ୍ୟମ ବର୍ଗର ଚିକିତ୍ସା, ତା’ ଉପରେ ଖର୍ଚ୍ଚ ଅତି କମ ହେଉ, ଏଠାରେ ଚିକିତ୍ସା ମଧ୍ୟ ଭଲ ମିଳୁ ଏବଂ ଏଥିପାଇଁ ତାଙ୍କୁ ଦୂରକୁ ଯିବାକୁ ନ ପଡୁ । ସେଥିପାଇଁ ଆଜି ଏମ୍ସ ମେଡିକାଲ କଲେଜ, ଜିଲ୍ଲା ହସ୍ପିଟାଲରେ କ୍ରିଟିକାଲ କେୟାର ସୁବିଧାମାନ ଏବଂ ଗାଁରେ ହେଲଥ ଏଣ୍ଡ ୱେଲନେସ ସେଣ୍ଟର ତିଆରି କରିବାରେ ସିମଲେସ ସଂଯୋଗୀକରଣ ଉପରେ ଆମେ କାର୍ଯ୍ୟ କରୁଛୁ । ତା’ ଉପରେ ଧ୍ୟାନ ଦିଆଯାଉଛି । ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ହିମାଚଳର ଅଧିକାଂଶ ପରିବାରକୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସାର ସୁବିଧା ମିଳିପାରୁଛି ।

ଏହି ଯୋଜନା ଅନ୍ତର୍ଗତ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୩ କୋଟି ୬ଠ ଲକ୍ଷ ଗରୀବ ରୋଗୀ ମାଗଣାରେ ଚିକିତ୍ସା ପାଇସାରିଛନ୍ତି ଏବଂ ସେଥିରୁ ଦେଢ଼ ଲକ୍ଷ ଲାଭାର୍ଥୀ ମୋର ହିମାଚଳର ମୋର ପରିବାରଗଣ ଅଟନ୍ତି । ଦେଶରେ ଏହି ସମସ୍ତ ସାଥୀମାନଙ୍କ ଚିକିତ୍ସା ଉପରେ ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ୪୫ ହଜାର କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିସାରିଛନ୍ତି । ଯଦି ଆୟୁଷ୍ମାନ ଭାରତ ଯୋଜନା ନ ଥାନ୍ତା । ତେବେ ଏହା ପାଖାପାଖି ଦୁଇଗୁଣ ଅର୍ଥାତ ପ୍ରାୟତଃ ୯ଠ ହଜାର କୋଟି ଟଙ୍କାର ଯେଉଁ ରୋଗୀ ଥିଲେ, ସେହି ପରିବାରକୁ ନିଜ ପକେଟରୁ ଦେବାକୁ ପଡ଼ିଥାନ୍ତା । ଅର୍ଥାତ ଏତେ ବଡ଼ ସଞ୍ଚୟ ମଧ୍ୟ ଗରୀବ ଏବଂ ମଧ୍ୟମ ବର୍ଗର ପରିବାରକୁ ଉତ୍ତମ ମାନର ଚିକିତ୍ସା ସହିତ ମିଳିଛି ।

ସାଥୀମାନେ,

ମୋ ପାଇଁ ଆହୁରି ଗୋଟିଏ ସନ୍ତୋଷର ବିଷୟ ହେଉଛି । ସରକାରଙ୍କ ଏହି ପ୍ରକାରର ଯୋଜନା ଓ ଅଧିକ ଲାଭ ଆମର ମା’ମାନଙ୍କୁ, ଭଉଣୀମାନଙ୍କୁ ଏବଂ ଝିଅମାନଙ୍କୁ ମିଳୁଛି । ଏବଂ ଆମେ ଜାଣୁ, ଆମ ମା’ ଏବଂ ଭଉଣୀମାନଙ୍କର ସ୍ୱଭାବ ଅଛି ଯେ, ଯେତେ ଯନ୍ତ୍ରଣା ହେଉ ନା କାହିଁକି, ଶରୀରରେ କେତେ କଷ୍ଟ ହେଉଥାଉ, କିନ୍ତୁ ସେମାନେ ପରିବାରରେ କାହାକୁ କୁହନ୍ତି ନାହିଁ । ସେ ସହ୍ୟ ମଧ୍ୟ କରିଥାନ୍ତି, କାମ ମଧ୍ୟ କରିଥାନ୍ତି, ପୁରା ପରିବାରର ଯତ୍ନ ମଧ୍ୟ ନେଇଥାନ୍ତି, କାରଣ ତାଙ୍କ ମନରେ ରହିଥାଏ ଯେ ଯଦି ରୋଗ ବିଷୟରେ ଲୋକମାନଙ୍କୁ ଜଣାପଡ଼ିବ, ପିଲାମାନଙ୍କୁ ଜଣାପଡ଼ିବ ତେବେ ସେମାନେ କରଜ କରି ମଧ୍ୟ ମୋର ଚିକିତ୍ସା କରାଇବେ, ଏବଂ ମା’ ଭାବନ୍ତି, ମୁଁ ନିଜେ ଅସୁସ୍ଥତାରେ କିଛି ସମୟ ବାହାର କରିବି, କିନ୍ତୁ ମୁଁ ପିଲାମାନଙ୍କୁ ଋଣଗ୍ରସ୍ତ ହେବାକୁ ଦେବି ନାହିଁ, ମୁଁ ଡାକ୍ତରଖାନା ଯାଇ ଟଙ୍କା ଖର୍ଚ୍ଚ କରିବି ନାହିଁ । ଏହି ମାଆମାନଙ୍କ ବିଷୟରେ ଚିନ୍ତା କିଏ କରିବ? କ’ଣ ମୋର ମାଆମାନେ ଏହି ପ୍ରକାରର କଷ୍ଟକୁ ଚୁପଚାପ ସହିବେ । ଏଇ ପୁଅ କେଉଁ କାମର ଆରେ, ସେହି ଭାବନାରେ ଆୟୁଷ୍ମାନ ଭାରତ ଯୋଜନାର ଜନ୍ମ ହେଲା, ଯାହାକି ମାଆମାନଙ୍କୁ, ଭଉଣୀମାନଙ୍କ ଅସୁସ୍ଥତା ସହ ବଂଚିବାକୁ ପଡ଼ିବ ନାହିଁ । ଜୀବନରେ କିଭଳି ବାଧ୍ୟତାମୂଳକ ଭାବେ ବଂଚିବାକୁ ପଡ଼ିବ ନାହିଁ । ଆୟୁଷ୍ମାନ ଭାରତ ଯୋଜନା ଅଧିନରେ ଲାଭ ପାଉଥିବା ମା’ ଭଉଣୀମାନେ ୫ଠ ପ୍ରତିଶତରୁ ଅଧିକ ଅଛନ୍ତି । ଆମର ମା’ମାନେ - ଭଉଣୀମାନେ ଏବଂ ଝିଅମାନେ ଅଛନ୍ତି ।

ସାଥୀମାନେ,

ଶୌଚାଳୟ ନିର୍ମାଣ କରିବାରେ ସ୍ୱଚ୍ଛ ଭାରତ ଅଭିଯାନ ହେଉ, ମାଗଣା ଗ୍ୟାସ ସଂଯୋଗ ଯୋଗାଇଦେବା ପାଇଁ ଉଜ୍ୱାଲା ଯୋଜନା ହେଉ, ମାଗଣା ସାନିଟାରୀ ନାପକିନ ଯୋଗାଇଦେବା ଅଭିଯାନ ହେଉ, ମାତୃବନ୍ଦନ ଯୋଜନା ଅନ୍ତର୍ଗତ ପ୍ରତ୍ୟେକ ଗର୍ଭବତୀ ମହିଳାଙ୍କୁ ପୋଷକ ଆହର ପାଇଁ ହଜାରେ ଟଙ୍କା ସହାୟତା ହେଉ, କିମ୍ବା ବର୍ତ୍ତମାନ ହର ଘର ଜଲ ପ୍ରତ୍ୟେକଙ୍କ ଘରେ ପହଂଚାଇବା ପାଇଁ ଆମର ଅଭିଯାନ ହେଉ, ଏହା ମୋର ମା ଏବଂ ଭଉଣୀମାନଙ୍କୁ ସଶକ୍ତ କରିବା କାମ ଆମେ ଗୋଟିଏ ପରେ ଗୋଟିଏ କାର୍ଯ୍ୟ ଜାରି ରଖିଛୁ, ମା’ମାନଙ୍କୁ, ଭଉଣୀମାନଙ୍କୁ, ଝିଅମାନଙ୍କର ସୁବିଧା, ସମ୍ମାନ, ସୁରକ୍ଷା ଏବଂ ସ୍ୱାସ୍ଥ୍ୟ ଏହା ଡବଲ ଇଞ୍ଜିନ ସରକାରଙ୍କ ସବୁଠାରୁ ବହୁତ ବଡ଼ ପ୍ରାଥମିକତା ଅଟେ ।

କେନ୍ଦ୍ର ସରକାର ଯାହା ବି କିଛି ଯୋଜନାମାନ ତିଆରି କରିଛନ୍ତି, ତାକୁ ଜୟରାମ ଜୀ ଏବଂ ତାଙ୍କର ପୁରା ଟିମ, ତାଙ୍କ ସରକାର ସେମାନଙ୍କୁ ଅତି ଦ୍ରୁତ ଗତିରେ ତାହାକୁ ଏହି ଭୂମିକୁ ଆଣିଛନ୍ତି ଏବଂ ତାହା ପରିସର ମଧ୍ୟ ବିସ୍ତାର କରିଛନ୍ତି। ହର ଘର ନଲ ସେ ଜଲ ପହଂଚାଇବାର କାର୍ଯ୍ୟ ଏଠାରେ କେତେ ଦ୍ରୁତ ଗତିରେ ହୋଇଛି, ଏହା ଆମ ସମସ୍ତଙ୍କ ସାମ୍ନାରେ ଅଛି, ଗତ ୭ ଦଶନ୍ଧି ମଧ୍ୟରେ ହିମାଚଳରେ ଦିଆଯାଇଥିବା ଟ୍ୟାପ ସଂଯୋଗର ସଂଖ୍ୟାକୁ ଆମେ ଦୁଇଗୁଣରୁ ଅଧିକ କେବଳ ଗତ ୩ ବର୍ଷ ମଧ୍ୟରେ ଆମେ ଦେଇସାରିଛୁ, ଆମେ ଲୋକଙ୍କୁ ଭେଟି ମଧ୍ୟ ସାରିଛୁ । ଏହି ତିନି ବର୍ଷ ମଧ୍ୟରେ ସାଢ଼େ ଆଠ ଲକ୍ଷରୁ ଅଧିକ ନୂତନ ପରିବାରଙ୍କୁ ପାଇପ ଜଳର ସୁବିଧା ମିଳିପାରିଛି ।

ଭାଇ ଏବଂ ଭଉଣୀମାନେ,

ଅନ୍ୟ ଏକ ପ୍ରସଙ୍ଗରେ ଦେଶ ଜୟରାମ ଜୀ ଏବଂ ତାଙ୍କ ଦଳକୁ ବହୁତ ପ୍ରଶଂସା କରୁଛି । ଏହି ପ୍ରଶଂସା ସାମାଜିକ ସୁରକ୍ଷାକୁ ନେଇ କେନ୍ଦ୍ର ସରକାରଙ୍କ ଉଦ୍ୟମକୁ ବିସ୍ତାର କରିଥିବାରୁ ଏହି ପ୍ରଶଂସା ଦିଆଯାଉଛି । । ଆଜି ହିମାଚଳରେ କୌଣସି ପରିବାର ନାହିଁ, ଯେଉଁଠାରେ କୌଣସି ନା କୌଣସି ସଦସ୍ୟଙ୍କୁ ପେନସନ ସୁବିଧା ମିଳିନାହିଁ । ବିଶେଷ ଭାବରେ ଯେଉଁ ସାଥିମାନେ ବେସାହାରା ଅଛି, ଯାହାଙ୍କୁ ବଡ଼ ରୋଗ ହୋଇଯାଇଛି, ଏଭଳି ପରିବାରକୁ ପେନସନ ଏବଂ ଚିକିତ୍ସା ଖର୍ଚ୍ଚ ସମ୍ବନ୍ଧୀୟ ସହାୟତା ଯୋଗାଇଦେବା ପ୍ରୟସା ପ୍ରଶଂସନୀୟ ଅଟେ । ହିମାଚଳ ପ୍ରଦେଶର ହଜାର ହଜାର ପରିବାର ମଧ୍ୟ ୱାନ ରାଙ୍କ, ୱାନ ପେନସନ କାର୍ଯ୍ୟକାରୀ ହେବା ଦ୍ୱାରା ମଧ୍ୟ ବହୁତ ବଡ଼ ଲାଭ ପାଇଛନ୍ତି ।

ସାଥୀମାନେ,

ହିମାଚଳ ସୁଯୋଗର ଏକ ପ୍ରଦେଶ ଅଟେ । ଏବଂ ମୁଁ ଆଉଥରେ ଜୟରାମ ଜୀଙ୍କୁ କୃତଜ୍ଞତା ଜଣାଉଛି । ସାରା ଦେଶରେ ଟିକାକରଣ କାର୍ଯ୍ୟ ଚାଲିଛି । କିନ୍ତୁ ଆପଣଙ୍କ ଜୀବନର ସୁରକ୍ଷା ପାଇଁ ହିମାଚଳ ହେଉଛି ଦେଶର ପ୍ରଥମ ରାଜ୍ୟ ଯିଏ ଶତ ପ୍ରତିଶତ ଟିକାକରଣ ସମାପ୍ତ କରିଛି । ଏହା ଚାଲିଛି, ଏହା ଚାଲିଥାଏ, ଏହା କୌଣସି ବିଷୟ ନୁହେଁ; ଯଦି ଆପଣ ନିଷ୍ପତ୍ତି ନେଇଛନ୍ତି, ତେବେ ଆପଣଙ୍କୁ ତାହା କରିବାକୁ ପଡ଼ିବ ।

ଏଠାରେ ହାଇଡ୍ରୋରୁ ବିଦୁତ ଉତ୍ପନ୍ନ ହୋଇଥାଏ, ଫଳ ଏବଂ ପନିପରିବା ପାଇଁ ଉର୍ବର ଜମି ଅଛି ଏବଂ ଏଠାରେ ପର୍ଯ୍ୟଟନ ଅନ୍ତତଃ ନିଯୁକ୍ତି ସୁଯୋଗ ଦେଇଥାଏ । ଏହି ଅବସର ସମ୍ମୁଖରେ ଉନ୍ନତ ସଂଯୋଗୀକରଣର ଅଭାବ ସବୁଠାରୁ ବଡ଼ ପ୍ରତିବନ୍ଧକ ଥିଲା । ୨ଠ୧୪ ପରଠାରୁ ହିମାଚଳ ପ୍ରଦେଶର ଉତ୍ତମ ଭିତ୍ତିଭୂମି ଗାଁ- ଗାଁ ପର୍ଯ୍ୟନ୍ତ ପହଂଚାଇବାକୁ ଉଦ୍ୟମ ଚାଲିଛି । ଆଜି ହିମାଚଳର ରାସ୍ତା ପ୍ରଶସ୍ତ ହେବାର କାର୍ଯ୍ୟ ମଧ୍ୟ ଚାରିଆଡ଼େ ଚାଲିଛି । ବର୍ତ୍ତମାନ ହିମାଚଳରେ ସଂଯୋଗ କାର୍ଯ୍ୟରେ ପ୍ରାୟ ୫ଠ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ଯେତେବେଳେ ପିଞ୍ଜୋରରୁ ନାଲାଗଡ଼ ରାଜପଥ ପର୍ଯ୍ୟନ୍ତ ଚାରି ଲେନର କାର୍ଯ୍ୟ ଶେଷ ହେବ, ସେତେବେଳେ ନାଲାଗଡ଼ ଏବଂ ବାଡ଼ିର ଶିଳ୍ପାଞ୍ଚଳ କେବଳ ଲାଭବାନ ହେବ ନାହିଁ, ଚଣ୍ଡିଗଡ଼ ଏବଂ ଅମ୍ବାଲା ଠାରୁ ବିଳାସପୁର, ମାଣ୍ଡି ଏବଂ ମନାଲି ଅଭିମୁଖେ ଯାଉଥିବା ଯାତ୍ରୀମାନେ ମଧ୍ୟ ଅଧିକ ସୁବିଧା ପାଇବେ । କେବଳ ଏତିକି ନୁହେଁ, ହିମାଚଳବାସୀଙ୍କୁ ଧୂଆଁମୁକ୍ତ ରାସ୍ତାରୁ ମୁକ୍ତି ଦେବା ପାଇଁ ସୁଡ଼ଙ୍ଗର ଏକ ଜାଲ ମଧ୍ୟ ବିଛାଯାଉଛି ।

ସାଥୀମାନେ,

ଡିଜିଟାଲ ସଂଯୋଗକୁ ନେଇ ମଧ୍ୟ ହିମାଚଳରେ ଅଭୁତପୂର୍ବ କାର୍ଯ୍ୟ ହୋଇଛି । ଗତ ୮ ବର୍ଷରେ ମେଡ ଇନ ଇଣ୍ଡିଆ ମୋବାଇଲ ଫୋନ ମଧ୍ୟ ଶସ୍ତା ହୋଇପାରିଛି ଏବଂ ଗାଁ ଗାଁରେ ମଧ୍ୟ ନେଟୱାର୍କ ପହଂଚିଛି । ଉନ୍ନତ ୪ଜି ସଂଯୋଗ ହେତୁ ହିମାଚଳ ପ୍ରଦେଶ ମଧ୍ୟ ଡିଜିଟାଲ କାରବାରରେ ବହୁତ ଦ୍ରୁତ ଗତିରେ ଗତି କରୁଛି । ଯଦି କେହି ଡିଜିଟାଲ ଇଣ୍ଡିଆର ସର୍ବାଧିକ ଲାଭ ପାଉଛନ୍ତି, ତେବେ ମୋର ହିମାଚଳ ଭାଇ ଓ ଭଉଣୀମାନେ ଏହା ପାଇଛନ୍ତି । ମୋର ହିମାଚଳ ନାଗରିକମାନେ ଏହା ପାଇଛନ୍ତି । ଅନ୍ୟଥା ବିଲ ଭରିବା ଠାରୁ ନେଇ ବ୍ୟାଙ୍କ ସହିତ ଯୋଡ଼ି ହେବା କାର୍ଯ୍ୟ ହେଉ, ଆଡମିସନ ହେଉ, ଆପ୍ଲିକେସନ ହେଉ, ଏମିତି ପ୍ରତ୍ୟେକ ଛୋଟ ଛୋଟ କାମ ପାଇଁ ପାହାଡ଼ରୁ ତଳକୁ ଓହ୍ଲାଇବା ଏବଂ ଅଫିସ କାମ ପାଇଁ ପାହାଡ଼ରୁ ତଳକୁ ଓହ୍ଲାଇବା ଏବଂ ଅଫିସ ଯିବା ପର୍ଯ୍ୟନ୍ତ ଏହା ଗୋଟିଏ ଦିନ ଲାଗୁଥିଲା, ଗୋଟେ ଗୋଟେ ଦିନ ଲାଗୁଥିଲା, ବେଳେବେଳେ ରାତିରେ ରହିବାକୁ ପଡୁଥିଲା । ବର୍ତ୍ତମାନ ଦେଶରେ ପ୍ରଥମ ଥର ପାଇଁ ମେଡ ଇନ ଇଣ୍ଡିଆ ୫ଜି ସେବା ମଧ୍ୟ ଆରମ୍ଭ ହୋଇସାରିଛି, ଯାହାର ଲାଭ ଖୁବଶୀଘ୍ର ହିମାଚଳ ପାଇଁ ଉପଲବ୍ଧ ହେବ । ଭାରତ ଡ୍ରେନକୁ ନେଇ ଯେଉଁ ନିୟମ କରିଛି, ପରିବର୍ତ୍ତନ କରିଛି, ତାହା ପରେ ଆହୁରି ମୁଁ ହିମାଚଳକୁ ଏଥିପାଇଁ ମଧ୍ୟ ଶୁଭେଚ୍ଛା ଜଣାଉଛି । ହିମାଚଳ ହେଉଛି ଦେଶର ପ୍ରଥମ ରାଜ୍ୟ, ଯାହା ରାଜ୍ୟର ଡ୍ରୋନ ନୀତି ଆପଣାଉଛି । ବର୍ତ୍ତମାନ ଡ୍ରୋନରୁ ପରିବହନ ପାଇଁ ଡ୍ରୋନର ବ୍ୟବହାର ବହୁତ ବୃଦ୍ଧି ପାଇବ ଏବଂ ଏଥିରେ କିନ୍ନର ପର୍ଯ୍ୟନ୍ତ ଆମର ଯଦି ଆଳୁ ମଧ୍ୟ ଅଛି; ତେବେ ଆମେ ସେଠାରୁ ଡ୍ରୋନରୁ ଉଠାଇ ବଡ଼ ମଣ୍ଡିରେ ତୁରନ୍ତ ଆଣିପାରିବା । ଆମର ଫଳ ଖରାପ ହୋଇ ଯାଉଥିଲେ, ଡ୍ରୋନରେ ଉଠାଇ ଆଣିପାରିବା । ଅନେକ ପ୍ରକାରର ଲାଭ ଆଗାମୀ ଦିନରେ ହେବ । ଏହି ପ୍ରକାରର ବିକାଶ, ଯାହାଦ୍ୱାରା ପ୍ରତ୍ୟେକ ନାଗରିକଙ୍କର ସୁବିଧା ବଢ଼ିବ, ପ୍ରତ୍ୟେକ ନାଗରିକ ସମୃଦ୍ଧି ସହିତ ଯୋଡ଼ି ହେବ, ଏଥିପାଇଁ ଆମେ ପ୍ରୟାସରତ ଅଛୁ । ଏହି ବିକଶିତ ଭାରତ, ବିକଶିତ ହିମାଚଳ ପ୍ରଦେଶର ସଂକଳ୍ପକୁ ସିଦ୍ଧ କରିବ ।

ମୋତେ ଖୁସି ଲାଗୁଛି ବିଜୟା ଦଶମୀର ପାବନ ପର୍ବରେ ବିଜୟ ନାଦ କରିବାର ଅବସର ମିଳିଲା ଏବଂ ମୋତେ ବିଜୟର ଧ୍ୱନି ବଜାଇ ବିଜୟର ଉତ୍ସବ ମନାଇବାର ଅବସର ମିଳିଲା । ଏବଂ ଆପଣ ସମସ୍ତଙ୍କର ଏତେ ଆଶୀର୍ବାଦ ଭିତରେ ଏହିସବୁ କରିବାର ଅବସର ମିଳିଲା । ମୁଁ ପୁଣିଥରେ ଏମ୍ସ ସହିତ ସମସ୍ତ ବିକାଶ ପରିଯୋଜନା ପାଇଁ ଆପଣମାନଙ୍କୁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି । ଦୁଇଟି ମୁଠାକୁ ବନ୍ଦ କରି ମୋ ସହିତ କୁହନ୍ତୁ-

ଭାରତ ମାତା କି ଜୟ । ସମ୍ପୂର୍ଣ୍ଣ ଶକ୍ତିର ସହିତ ଶବ୍ଦ ଶୁଭିବା ଦରକାର-

ଭାରତ ମାତା କି - ଜୟ!

ଭାରତ ମାତା କି - ଜୟ!

ଭାରତ ମାତା କି - ଜୟ!

ବହୁତ ବହୁତ ଧନ୍ୟବାଦ!

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Indian economy 'resilient' despite 'fragile' global growth outlook: RBI Bulletin

Media Coverage

Indian economy 'resilient' despite 'fragile' global growth outlook: RBI Bulletin
NM on the go

Nm on the go

Always be the first to hear from the PM. Get the App Now!
...
The world and the enemies of the country have seen what happens when ‘Sindoor’ turns into ‘Barood’: PM Modi in Bikaner, Rajasthan
May 22, 2025
In the last 11 years work has been done at an unprecedented pace for building modern infrastructure: PM
The country has named the railway stations being modernised as Amrit Bharat stations, Today, more than 100 of these Amrit Bharat stations are ready: PM
We are completing irrigation projects and linking rivers at the same time: PM
Our Government gave a free hand to the three Armed Forces, together the three Forces created such a ‘Chakravyuh’ that Pakistan was forced to kneel down: PM
The world and the enemies of the country have seen what happens when ‘Sindoor’ turns into ‘Barood’: PM
Operation Sindoor has determined three principles to deal with terrorism: PM
Now India has made it clear, Pakistan will have to pay a heavy price for every terrorist attack, And this price will be paid by Pakistan's army, Pakistan's economy : PM
Pakistan will now have to pay a heavy price for playing with the lives of Indians: PM

भारत माता की जय!

भारत माता की जय!

भारत माता की जय!

थाने सगलां ने राम-राम!

राजस्थान के राज्यपाल हरिभाऊ बागड़े जी, यहां के लोकप्रिय मुख्यमंत्री श्रीमान भजन लाल जी, पूर्व मुख्यमंत्री बहन वसुंधरा राजे जी, केंद्रीय कैबिनेट के मेरे साथी अश्विनी वैष्णव जी, अर्जुन राम मेघवाल जी, राजस्थान की उप-मुख्यमंत्री दीया कुमारी जी, प्रेम चंद जी, राजस्थान सरकार के अन्य मंत्रीगण, संसद में मेरे साथी मदन राठौर जी, अन्य सांसद और विधायकगण, और मेरे प्यारे भाइयों और बहनों।

आप सभी यहां इतनी विशाल संख्या में आए हैं, और इतनी भयंकर गर्मी के बीच। और आज इस कार्यक्रम से, देश के 18 राज्यों और केंद्र शासित प्रदेशों से भी लाखों लोग ऑनलाइन आज यहां हमारे साथ जुड़े हैं। अनेक राज्यों के राज्यपाल, मुख्यमंत्री, लेफ्टिनेंट गवर्नर, अन्य जनप्रतिनिधि आज हमारे साथ हैं। मैं देशभर से जुड़े सभी महानुभावों का, जनता-जनार्दन का, अभिनंदन करता हूं।

भाइयों और बहनों,

मैं यहां पर करणी माता का आशीर्वाद लेकर आपके बीच आया हूं। करणी माता के आशीर्वाद से विकसित भारत बनाने का हमारा संकल्प और मज़बूत हो रहा है। थोड़ी देर पहले, विकास से जुड़ी 26 हजार करोड़ रुपए की परियोजनाओं का यहां शिलान्यास और लोकार्पण हुआ है। मैं इन परियोजनाओं के लिए देशवासियों को, राजस्थान के मेरे भाई-बहनों को बहुत-बहुत बधाई देता हूं।

साथियों,

विकसित भारत बनाने के लिए आज देश में आधुनिक इंफ्रास्ट्रक्चर बनाने का बहुत बड़ा महायज्ञ चल रहा है। हमारे देश की सड़कें आधुनिक हों, हमारे देश के एयरपोर्ट आधुनिक हों, हमारे यहां रेल और रेलवे स्टेशन आधुनिक हों, इसके लिए पिछले 11 साल में अभूतपूर्व गति से काम किया गया है। आप कल्पना कर सकते हैं, इंफ्रास्ट्रक्चर के इन कामों पर देश पहले जितना पैसा खर्च करता था, आज उससे 6 गुना ज्यादा पैसा खर्च कर रहा है, 6 गुना ज्यादा। आज भारत में हो रहे इन विकास कार्यों को देखकर दुनिया भी हैरान है। आप उत्तर में जाएंगे, तो चिनाब ब्रिज जैसा निर्माण देखकर लोग हैरान हैं। पूर्व की तरफ जाएंगे, तो अरुणाचल की सेला टनल, असम का बोगीबिल ब्रिज आपका स्वागत करते हैं। पश्चिम भारत में आएंगे, तो मुंबई में समंदर पर बना अटल सेतु नज़र आएगा। सुदूर दक्षिण में देखेंगे, तो पंबन ब्रिज मिलेगा, जो अपनी तरह का, देश का पहला ब्रिज है।

साथियों,

आज भारत अपनी ट्रेनों के नेटवर्क को भी आधुनिक कर रहा है। ये वंदे भारत ट्रेनें, अमृत भारत ट्रेनें, नमो भारत ट्रेनें, ये देश की नई गति और नई प्रगति को दर्शाती है। अभी देश में करीब 70 रूट्स पर वंदेभारत ट्रेनें चल रही हैं। इससे दूर-सुदूर के इलाकों में भी आधुनिक रेल पहुंची है। बीते 11 साल में, सैकड़ों रोड ओवर ब्रिज और रोड अंडर ब्रिज का निर्माण किया गया है। चौंतीस हज़ार किलोमीटर से ज्यादा के नए रेल ट्रैक बिछाए गए हैं। अब ब्रॉड गेज लाइनों पर मानव रहित क्रॉसिंग्स, वो बात इतिहास बन चुकी है, खत्म हो चुकी है। हम मालगाड़ियों के लिए अलग से स्पेशल पटरियां, Dedicated freight corridor का काम भी तेजी से पूरा कर रहे हैं। देश के पहले बुलेट ट्रेन प्रोजेक्ट पर काम चल रहा है। और इन सबके साथ ही, हम एक साथ देश के करीब 1300 से अधिक रेलवे स्टेशनों को भी आधुनिक बना रहे हैं।

साथियों,

आधुनिक हो रहे इन रेलवे स्टेशनों को देश ने अमृत भारत स्टेशन का नाम दिया है। आज इनमें से 100 से अधिक अमृत भारत स्टेशन बनकर के तैयार हो गए हैं। सोशल मीडिया पर भी लोग देख रहे हैं कि इन रेलवे स्टेशनों का पहले क्या हाल था, और अब कैसे इनकी तस्वीर बदल गई है।

साथियों,

विकास भी, विरासत भी, इस मंत्र का इन अमृत भारत रेलवे स्टेशनों पर, उसका नज़ारा साफ-साफ दिखाई देता है। ये स्थानीय कला और संस्कृति के भी नए प्रतीक हैं। जैसे राजस्थान के मांडलगढ़ रेलवे स्टेशन पर महान राजस्थानी कला-संस्कृति के दर्शन होंगे, बिहार के थावे स्टेशन पर मां थावेवाली के पावन मंदिर और मधुबनी चित्रकला को दर्शाया गया है। मध्य प्रदेश के ओरछा रेलवे स्टेशन पर आपको भगवान राम की आभा का एहसास होगा। श्रीरंगम स्टेशन का डिजाइन, भगवान श्रीरंगनाथ स्वामी जी के मंदिर से प्रेरित है। गुजरात का डाकोर स्टेशन, रणछोड़राय जी से प्रेरित है। तिरुवण्णामलै स्टेशन, द्राविड़ वास्तुकला के अनुसार डिजाइन किया गया है। बेगमपेट स्टेशन पर आपको काकतीय साम्राज्य के समय का आर्किटेक्चर देखने को मिलेगा। यानि हर अमृत स्टेशन पर आपको भारत की हज़ारों साल पुरानी विरासत के दर्शन भी होंगे। ये स्टेशन, हर राज्य में टूरिज्म को भी बढ़ावा देने के माध्यम बनेंगे, नौजवानों को रोजगार के नए मौके देंगे। और मैं उन-उन शहर के नागरिकों को, रेलवे में यात्रा करने वाले पैसेंजर से प्रार्थना करूंगा, ये सारी संपत्ति के मालिक आप हैं, कभी भी वहां गंदगी ना हो, इस संपत्ति का नुकसान ना हो, क्योंकि आप उसके मालिक हैं।

साथियों,

इंफ्रास्ट्रक्चर बनाने के लिए जो पैसा सरकार खर्च करती है, वो रोजगार भी बनाता है, व्यापार-कारोबार भी बढ़ाता है। जो हज़ारों करोड़ रुपए सरकार लगा रही है, ये पैसा मज़दूर की जेब में जा रहा है। ये दुकानदार को मिल रहा है, दुकान और फैक्ट्री में काम करने वाले लोगों को मिल रहा है। रेत-बजरी-सीमेंट, ये सारी चीजें ढोने वाले ट्रक-टैंपो चलाने वालों को भी इससे फायदा होता है। और जब ये इंफ्रास्ट्रक्चर बनकर तैयार हो जाता है, तो फिर अनेक गुना और फायदे होते हैं। किसान की उपज कम कीमत में बाज़ार तक पहुंचती है, वेस्टेज कम होती है। जहां सड़कें अच्छी होती हैं, नई ट्रेनें पहुंचती हैं, वहां नए उद्योग लगते हैं, पर्यटन को बहुत बढ़ावा मिलता है, यानि इंफ्रास्ट्रक्चर पर लगने वाले पैसे से हर परिवार का, खासतौर पर हमारे नौजवानों का सबसे अधिक फायदा होता है।

साथियों,

इंफ्रास्ट्रक्चर पर जो काम हो रहा है, उसका हमारे राजस्थान को भी बड़ा लाभ मिल रहा है। आज राजस्थान के गांव-गांव में अच्छी सड़कें बन रही हैं। बॉर्डर के इलाकों में भी शानदार सड़कें बन रही हैं। इसके लिए बीते 11 साल में अकेले राजस्थान में करीब-करीब 70 हज़ार करोड़ रुपए खर्च किए गए हैं। राजस्थान में रेलवे के विकास के लिए भी केंद्र सरकार इस साल करीब 10 हज़ार करोड़ रुपए खर्च करने जा रही है। ये 2014 से पहले की तुलना में 15 गुना अधिक है। अभी थोड़ी देर पहले ही, यहां से मुंबई के लिए एक नई ट्रेन को हरी झंडी दिखाई गई है। आज ही कई इलाकों में स्वास्थ्य, जल और बिजली से जुड़ी योजनाओं का शिलान्यास और लोकार्पण हुआ है। इन सारे प्रयासों का लक्ष्य है, हमारे राजस्थान के शहर हो या गांव, तेजी से उन्नति की ओर बढ़ सकें। राजस्थान के युवाओं को उनके शहर में ही अच्छे अवसर मिल सकें।

साथियों,

राजस्थान के औद्योगिक विकास के लिए भी डबल इंजन सरकार तेजी से काम कर रही है। अलग-अलग सेक्टर्स के लिए यहां भजनलाल जी की सरकार ने नई औद्योगिक नीतियां जारी की हैं। बीकानेर को भी इन नई नीतियों का लाभ मिलेगा, और आप तो जानते हैं, जब बीकानेर की बात आती है, तो बीकानेरी भुजिया का स्वाद, और बीकानेरी रसगुल्लों की मिठास, विश्वभर में अपनी पहचान बनाएगी भी और बढ़ाएगी भी। राजस्थान की रिफाइनरी का काम भी अंतिम चरण में है। इससे राजस्थान पेट्रोलियम आधारित उद्योगों का प्रमुख हब बनेगा। अमृतसर से जामनगर तक जो 6-लेन का इकोनॉमिक कॉरिडोर बन रहा है, वो राजस्थान में श्रीगंगानगर, हनुमानगढ़, बीकानेर, जोधपुर, बाड़मेर और जालौर से गुजर रहा है। दिल्ली-मुबंई एक्सप्रेसवे का काम भी राजस्थान में लगभग पूरा हो गया है। कनेक्टिविटी का ये अभियान, राजस्थान में औद्योगिक विकास को नई ऊंचाई पर ले जाएगा।

साथियों,

राजस्थान में पीएम सूर्य घर मुफ्त बिजली योजना भी तेजी से आगे बढ़ रही है। इस योजना से राजस्थान के 40 हजार से ज्यादा लोग जुड़ चुके हैं। इससे लोगों का बिजली बिल जीरो हुआ है, और लोगों को सोलर बिजली पैदा करके कमाई का नया रास्ता भी मिला है। आज यहां बिजली से जुड़े कई प्रोजेक्ट्स का शिलान्यास और लोकार्पण हुआ है। इनसे भी राजस्थान को और ज्यादा बिजली मिलेगी। बिजली का बढ़ता उत्पादन भी राजस्थान में औद्योगिक विकास को नई गति दे रहा है।

साथियों,

राजस्थान की ये भूमि, रेत के मैदान में हरियाली लाने वाले महाराजा गंगा सिंह जी की भूमि है। हमारे लिए पानी का क्या महत्व है, ये इस क्षेत्र से बेहतर भला कौन जानता है। हमारे बीकानेर, श्रीगंगानगर, हनुमानगढ़, पश्चिम राजस्थान के ऐसे अनेक क्षेत्रों के विकास में पानी का बहुत बड़ा महत्व है। इसलिए, एक तरफ हम सिंचाई परियोजनाओं को पूरा कर रहे हैं और साथ ही, नदियों को जोड़ रहे हैं। पार्वती-कालीसिंध-चंबल लिंक परियोजना से राजस्थान के अनेक जिलों को लाभ होगा, यहां की धरती, यहां के किसानों को फायदा होगा।

साथियों,

राजस्थान की ये वीर धरा हमें सिखाती है, कि देश और देशवासियों से बड़ा और कुछ नहीं। 22 अप्रैल को आतंकवादियों ने, धर्म पूछकर हमारी बहनों की मांग का सिंदूर उजाड़ दिया था। वो गोलियां पहलगाम में चली थीं, लेकिन उन गोलियों से 140 करोड़ देशवासियों का सीना छलनी हुआ था। इसके बाद हर देशवासी ने एकजुट होकर संकल्प लिया था, कि आतंकवादियों को मिट्टी में मिला देंगे, उन्हें कल्पना से भी बड़ी सजा देंगे। आज आपके आशीर्वाद से, देश की सेना के शौर्य से, हम सब उस प्रण पर खरे उतरे हैं, हमारी सरकार ने तीनों सेनाओं को खुली छूट दे दी थी, और तीनों सेनाओं ने मिलकर ऐसा चक्रव्यूह रचा कि पाकिस्तान को घुटने टेकने के लिए मजबूर कर दिया।

साथियों,

22 तारीख के हमले के जवाब में हमने 22 मिनट में आतंकियों के 9 सबसे बड़े ठिकाने तबाह कर दिए। दुनिया ने, और देश के दुश्मनों ने भी देख लिया कि जब सिंदूर, जब सिंदूर बारूद बन जाता है, तो नतीजा क्या होता है।

वैसे साथियों,

ये संयोग ही है, 5 साल पहले जब बालाकोट में देश ने एयर स्ट्राइक की थी, उसके बाद, मेरी पहली जनसभा राजस्थान में ही सीमा पर हुई थी। वीरभूमि का, वीरभूमि का ही ये तप है कि ऐसा संयोग बन जाता है, अब इस बार जब ऑपरेशन सिंदूर हुआ, तो उसके बाद मेरी पहली जनसभा फिर यहां वीरभूमि, राजस्थान की सीमा पर, बीकानेर में आप सभी के बीच हो रही है।

साथियों,

चुरू में मैंने कहा था, एयर स्ट्राइक के बाद मैं आया था, तब मैंने कहा था - 'सौगंध मुझे इस मिट्टी की, मैं देश नहीं मिटने दूंगा, मैं देश नहीं झुकने दूंगा’। आज मैं राजस्थान की धरती से देशवासियों से बड़ी नम्रता के साथ कहना चाहता हूं, मैं देश के कोने-कोने में जो तिरंगा यात्राओं का हूजूम चल रहा है, मैं देशवासियों से कहता हूं – जो, जो सिंदूर मिटाने निकले थे, जो सिंदूर मिटाने निकले थे, उन्हें मिट्टी में मिलाया है। जो हिंदुस्तान का लहू बहाते थे, जो हिंदुस्तान का लहू बहाते थे, आज कतरे-कतरे का हिसाब चुकाया है। जो सोचते थे, जो सोचते थे, भारत चुप रहेगा, आज वो घरों में दुबके पड़े हैं, जो अपने हथियारों पर घमंड करते थे, जो अपने हथियारों पर घमंड करते थे, आज वो मलबे के ढेर में दबे हुए हैं।

मेरे प्यारे देशवासियों,

ये शोध-प्रतिशोध का खेल नहीं, ये शोध-प्रतिशोध का खेल नहीं, ये न्याय का नया स्वरूप है, ये न्याय का नया स्वरूप है, ये ऑपरेशन सिंदूर है। ये सिर्फ आक्रोश नहीं है, ये सिर्फ आक्रोश नहीं है, ये समर्थ भारत का रौद्र रूप है। ये भारत का नया स्वरूप है। पहले, पहले घर में घुसकर किया था वार, पहले घर में घुसकर किया था वार, अब सीधा सीने पर किया प्रहार है। आतंक का फन कुचलने की, आतंक का फन कुचलने की, यही नीति है, यही रीति है, यही भारत है, नया भारत है। बोलो-

भारत माता की जय।

भारत माता की जय।

भारत माता की जय।

साथियों,

ऑपरेशन सिंदूर ने आतंकवाद से निपटने के तीन सूत्र तय कर दिए हैं। पहला- भारत पर आतंकी हमला हुआ, तो करारा जवाब मिलेगा। समय हमारी सेनाएं तय करेंगी, तरीका भी हमारी सेनाएं तय करेंगी, और शर्तें भी हमारी होंगी। दूसरा- एटम बम की गीदड़ भभकियों से भारत डरने वाला नहीं है। और तीसरा- हम आतंक के आकाओं और आतंक की सरपरस्त सरकार को अलग-अलग नहीं देखेंगे, उन्हें अलग-अलग नहीं देखेंगे, उन्हें एक ही मानेंगे। पाकिस्तान का ये स्टेट और नॉन-स्टेट एक्टर वाला खेल अब नहीं चलेगा। आपने देखा होगा, पूरी दुनिया में पाकिस्तान की पोल खोलने के लिए हमारे देश के सात अलग-अलग प्रतिनिधि मंडल पूरे विश्वभर में पहुंच रहे हैं। और इसमें देश के सभी राजनीतिक दलों के लोग हैं, विदेश नीति के जानकार हैं, गणमान्य नागरिक हैं, अब पाकिस्तान का असली चेहरा पूरी दुनिया को दिखाया जाएगा।

साथियों,

पाकिस्तान, भारत से कभी सीधी लड़ाई जीत ही नहीं सकता। जब भी सीधी लड़ाई होती है, तो बार-बार पाकिस्तान को मुंह की खानी पड़ती है। इसलिए, पाकिस्तान ने आतंकवाद को भारत के खिलाफ लड़ाई का हथियार बनाया है। आजादी के बाद, पिछले कई दशकों से यही चला आ रहा था। पाकिस्तान आतंक फैलाता था, निर्दोष लोगों की हत्याएं करता था, भारत में डर का माहौल बनाता था, लेकिन पाकिस्तान एक बात भूल गया, अब मां भारती का सेवक मोदी यहां सीना तानकर खड़ा है। मोदी का दिमाग ठंडा है, ठंडा रहता है, लेकिन मोदी का लहू गर्म होता है, और अब तो मोदी की नसों में लहू नहीं, गर्म सिंदूर बह रहा है। अब भारत ने दो टूक साफ कर दिया है, हर आतंकी हमले की पाकिस्तान को भारी कीमत चुकानी पड़ेगी। और ये कीमत, पाकिस्तान की सेना चुकाएगी, पाकिस्तान की अर्थव्य़वस्था चुकाएगी।

साथियों,

जब मैं दिल्ली से यहां आया तो बीकानेर के नाल एयरपोर्ट पर उतरा। पाकिस्तान ने इस एयरबेस को भी निशाना बनाने की कोशिश की थी। लेकिन वो इस एयरबेस को रत्तीभर भी नुकसान नहीं पहुंचा पाया। और वहीं यहां से कुछ ही दूर सीमापार पाकिस्तान का रहीमयार खान एयरबेस है, पता नहीं आगे कब खुलेगा, ICU में पड़ा है। भारत की सेना के अचूक प्रहार ने, इस एयरबेस को तहस-नहस कर दिया है।

साथियों,

पाकिस्तान के साथ ना ट्रेड होगा, ना टॉक, अगर बात होगी तो सिर्फ पाकिस्तान के कब्जे वाले कश्मीर की, PoK की, और अगर पाकिस्तान ने आतंकियों को एक्सपोर्ट करना जारी रखा, तो उसको पाई-पाई के लिए मोहताज होना होगा। पाकिस्तान को भारत के हक का पानी नहीं मिलेगा, भारतीयों के खून से खेलना, पाकिस्तान को अब महंगा पड़ेगा। ये भारत का संकल्प है, और दुनिया की कोई ताकत हमें इस संकल्प से डिगा नहीं सकती है।

भाइयों और बहनों,

विकसित भारत के निर्माण के लिए सुरक्षा और समृद्धि, दोनों ज़रूरी है। ये तभी संभव है, जब भारत का कोना-कोना मजबूत होगा। आज का ये कार्यक्रम, भारत के संतुलित विकास का, भारत के तेज विकास का उत्तम उदाहरण है। मैं एक बार फिर इस वीर धरा से सभी देशवासियों को बधाई देता हूं। मेरे साथ बोलिए, दोनों मुट्ठी बंद करके, पूरी ताकत से बोलिए-

भारत माता की जय।

भारत माता की जय।

भारत माता की जय।

वंदे मातरम। वंदे मातरम।

वंदे मातरम। वंदे मातरम।

वंदे मातरम। वंदे मातरम।

वंदे मातरम। वंदे मातरम।

वंदे मातरम। वंदे मातरम।

वंदे मातरम। वंदे मातरम।