ଶାସନ ପାଇଁ ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବା ନିମନ୍ତେ ଡିଜିଟାଲ୍ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଓ ପ୍ରଶାସନ ପାଇଁ ତଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁତ୍ୱାରୋପ କରିଛନ୍ତି ।

ବିଶ୍ୱ ବାଣିଜ୍ୟ ସଂଗଠନର ମହାନିର୍ଦ୍ଦେଶକ ଡକ୍ଟର ନଗୋଜି ଓକୋଞ୍ଜୋ-ଇୱେଲାଙ୍କ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦି କହିଛନ୍ତି :

“ଆପଣଙ୍କର ସମର୍ଥନ ଏବଂ ମୂଲ୍ୟବାନ ଜ୍ଞାନ ପାଇଁ ଧନ୍ୟବାଦ । ଶାସନ ପାଇଁ ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବାକୁ ଡିଜିଟାଲ୍ ପବ୍ଲିକ ଇନ୍‌ଫ୍ରାଷ୍ଟ୍ରକ୍‌ଚର, ଏଆଇ ଏବଂ ତଥ୍ୟ ଗୁରୁତ୍ୱପୂର୍ଣ୍ଣ । @NOIweala”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
RBI Revises FY27 GDP Growth Forecast Up To 6.7%; Sees Indian Economy Staying Resilient

Media Coverage

RBI Revises FY27 GDP Growth Forecast Up To 6.7%; Sees Indian Economy Staying Resilient
NM on the go

Nm on the go

Always be the first to hear from the PM. Get the App Now!
...
Prime Minister Narendra Modi shares Sanskrit Subhashitam recognizing Earth as the nurturing mother of all life
August 06, 2026

The Prime Minister, Shri Narendra Modi today shared Sanskrit Subhashitam emphasising that humanity may live in harmony with the Earth, as earth is the nurturing mother of all life and the moral order that sustains her should be respected.

The Prime Minister shared a Sanskrit verse-

विश्वस्वं मातरमोषधीनां ध्रुवां भूमिं पृथिवीं धर्मणा धृताम्।

शिवां स्योनामनु चरेम विश्वहा॥

The Prime Minister posted on X:

विश्वस्वं मातरमोषधीनां ध्रुवां भूमिं पृथिवीं धर्मणा धृताम्।

शिवां स्योनामनु चरेम विश्वहा॥