ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାଫନା ସାଂସ୍କୃତିକ କେନ୍ଦ୍ର ଲୋକାର୍ପିତକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମ କହିଛନ୍ତି ଓ ଏହି ଅବସରରେ ରାଷ୍ଟ୍ରପତି ରନିଲ ବିକ୍ରମସିଂଘେଙ୍କ ଉପସ୍ଥିତିକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ୨୦୧୫ରେ ଏହି କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ସେହି ସ୍ୱତନ୍ତ୍ର ଗସ୍ତର କିଛି ଫଟୋଚିତ୍ର ଶେୟାର କରିଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଜାଫନା ସାଂସ୍କୃତିକ କେନ୍ଦ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଘନିଷ୍ଠ ସାଂସ୍କୃତିକ ସହଯୋଗକୁ ଦର୍ଶାଉଥିବା ଏକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମ । ଏହାଦ୍ୱାରା ଅନେକେ ସୁଫଳ ପାଇବେ । ରାଷ୍ଟ୍ରପତି ରନିଲ ବିକ୍ରମସିଂଘେଙ୍କ ଗାରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ ଆହୁରି ସ୍ୱତନ୍ତ୍ର କରିଛି । 

୨୦୧୫ରେ ଜାଫନାକୁ ମୋର ସ୍ୱତନ୍ତ୍ର ଗସ୍ତକୁ କେବେ ଭୁଲି ପାରିବି ନାହିଁ, ସେଠାରେ ମୋତେ ଜାଫନା ସାଂସ୍କୃତିକ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବାର ସୁଯୋଗ ମିଳିଥିଲା । ସେହି ଗସ୍ତ ବେଳର କିଛି ଝଲକ ଶେୟାର କରୁଛି ।”  

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s annual food exports nearing Rs 5 lakh crore mark: Piyush Goyal

Media Coverage

India’s annual food exports nearing Rs 5 lakh crore mark: Piyush Goyal
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 11, 2026
March 11, 2026

From Silent Medical Revolution to Global Manufacturing Hub: Salute to PM Modi's Relentless Push for a Stronger, Self-Reliant India