ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସଂସଦର ନୂତନ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଅଶାର ସଂଚାର କରିବ । ଶ୍ରୀ ମୋଦୀ ଫଳକକୁ ଉନ୍ମୋଚନ କରିବା ସହିତ ନୂତନ ସଂସଦ ଭବନକୁ ରାଷ୍ଟ୍ର ପାଇଁ ଉତ୍ସର୍ଗ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି;
“ଆଜିର ଦିନଟି ଆମ ଦେଶବାସୀଙ୍କ ପାଇଁ ଏକ ସ୍ମରଣୀୟ ଦିନ ଅଟେ । ସଂସଦର ନୂତନ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଅଶାର ସଂଚାର କରିବ । ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ଏହି ଦିବ୍ୟ ତଥା ଚମତ୍କାର ଭବନ ଦେଶର ସଶକ୍ତିକରଣ ସହିତ ଜାତିର ସମୃଦ୍ଧତା ଏବଂ ଶକ୍ତି ପାଇଁ ନୂତନ ଗତି ଏବଂ ଶକ୍ତି ଦେବ ।
आज का दिन हम सभी देशवासियों के लिए अविस्मरणीय है। संसद का नया भवन हम सभी को गर्व और उम्मीदों से भर देने वाला है। मुझे पूर्ण विश्वास है कि यह दिव्य और भव्य इमारत जन-जन के सशक्तिकरण के साथ ही, राष्ट्र की समृद्धि और सामर्थ्य को नई गति और शक्ति प्रदान करेगी। pic.twitter.com/aOReN4JiF4
— Narendra Modi (@narendramodi) May 28, 2023
“ଭାରତର ସଂସଦର ନୂତନ ଭବନ ଉଦଘାଟନ ହେବାପରେ ଆମର ହୃଦୟ ଓ ମନ ଗର୍ବ, ଆଶା ଏବଂ ପ୍ରତିଶୃତିରେ ପରିପୂର୍ଣ୍ଣ ହୋଇଛି । ଏହି ଭବ୍ୟ ସୌଧ ସଶକ୍ତିକରଣ ସ୍ୱପ୍ନକୁ ପ୍ରଜ୍ୱଳିତ କରି ତାହାକୁ ବାସ୍ତବରେ ପରିଣତ କରିବାର ଉତ୍ପତିସ୍ଥଳ ହେଉ । ଏହା ଆମ ମହାନ ରାଷ୍ଟ୍ରକୁ ପ୍ରଗତିର ନୂତନ ଶିଖରକୁ ନେଇଯାଉ ।”
As the new building of India’s Parliament is inaugurated, our hearts and minds are filled with pride, hope and promise. May this iconic building be a cradle of empowerment, igniting dreams and nurturing them into reality. May it propel our great nation to new heights of progress. pic.twitter.com/zzGuRoHrUS
— Narendra Modi (@narendramodi) May 28, 2023


