ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଚେନ୍ନାଇ ବିମାନ ବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ ଭବନ ଚେନ୍ନାଇର ଭିତ୍ତିଭୂମିରେ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ । ଏହାଦ୍ୱାରା ଯୋଗାଯୋଗ ବଢିବା ସହ ସ୍ଥାନୀୟ ଅର୍ଥନୀତି ଲାଭାନ୍ୱିତ ହେବ ବୋଲି ଶ୍ରୀ ମୋଦୀ କହିଛନ୍ତି ।

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏକ ଟ୍ୱିଟ ଶୃଙ୍ଖଳରେ ସୂଚନା ଦିଆଯାଇଛି, ଚେନ୍ନାଇ ବିମାନ ବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ ଭବନର ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୮,୨୦୨୩ରେ ମହାମହିମ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଉଦଘାଟିତ ହେବ ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଚେନ୍ନାଇର ଭିତ୍ତିଭୂମିରେ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ । ଏହାଦ୍ୱାରା ଯୋଗାଯୋଗ ବଢିବା ସହ ସ୍ଥାନୀୟ ଅର୍ଥନୀତି ଲାଭାନ୍ୱିତ ହେବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Moving beyond Western paradigms: The geopolitical lesson of India’s multi-alignment

Media Coverage

Moving beyond Western paradigms: The geopolitical lesson of India’s multi-alignment
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 2, 2026
June 02, 2026

New India Rising: PM Modi’s Leadership Delivers Record Exports, Green Infrastructure, Defence Strength & Grassroots Dignity