ସେୟାର
 
Comments

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ପୁଷ୍କର ଧାମୀ ଏବଂ ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ । ଉତ୍ତରାଖଣ୍ଡର ପ୍ରଗତି ଏବଂ ସମୃଦ୍ଧି ଦିଗରେ କାର୍ଯ୍ୟ କରୁଥିବାରୁ ଏହି ଦଳକୁ ମୋର ଶୁଭକାମନା” ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
India's economy recovered very fast after tough phase of Covid-19 pandemic: Modi

Media Coverage

India's economy recovered very fast after tough phase of Covid-19 pandemic: Modi
...

Nm on the go

Always be the first to hear from the PM. Get the App Now!
...
ଦୈନିକ ଜାଗରଣ ଗ୍ରୁପ ଅଧ୍ୟକ୍ଷ ଯୋଗେନ୍ଦ୍ର ମୋହନ ଗୁପ୍ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
October 15, 2021
ସେୟାର
 
Comments

ଦୈନିକ ଜାଗରଣ ଗ୍ରୁପ ଅଧ୍ୟକ୍ଷ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଦୈନିକ ଜାଗରଣ ସମୂହର ଚେୟାରମ୍ୟାନ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗ ଅତ୍ୟନ୍ତ ଦୁଃଖ ଦାୟକ । ତାଙ୍କ ବିୟୋଗ କଳା, ସାହିତ୍ୟ ଓ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିଜନଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”