ସାଉଦି ଆରବର ମକ୍କା ନିକଟରେ ବସ ଦୁର୍ଘଟଣା ଯୋଗୁ ପ୍ରାଣହାନୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

“ସାଉଦି ଆରବର ମକ୍କା ନିକଟରେ ହୋଇଥିବା ବସ ଦୁର୍ଘଟଣା ଖବରରେ ମୁଁ ଦୁଃଖିତ । ଏହି ଦୁର୍ଘଟଣାରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି । ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's strong growth outlook intact despite global volatility: Govt

Media Coverage

India's strong growth outlook intact despite global volatility: Govt
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 17, 2026
April 17, 2026

Viksit Bharat Rising: PM Modi Turns Diplomacy, Exports, Equity & Inclusion into India’s New Superpower Story