ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଶାବ୍ୟକ୍ତ କରିଛନ୍ତି ଯେ ୨୦୨୨ ଜୁଲାଇ ୧୫ରୁ ଆଗାମୀ ୭୫ ଦିନ ପାଇଁ ସରକାରୀ ଟିକାକରଣ କେନ୍ଦ୍ରଗୁଡ଼ିକରେ ୧୮ ବର୍ଷରୁ ଊଦ୍ଧ୍ୱର୍ ବୟସର ସମସ୍ତ ନାଗରିକଙ୍କୁ ମାଗଣାରେ କୋଭିଡ-୧୯ ପ୍ରିକସନ ଡୋଜ୍ ପ୍ରଦାନ ନିଷ୍ପତ୍ତି ଭାରତର ଟିକାକରଣ କଭରେଜକୁ ଆହୁରି ବଢ଼ାଇବ ଏବଂ ଏକ ସୁସ୍ଥ ରାଷ୍ଟ୍ର ସୃଷ୍ଟି କରିବ ।

‘ଆଜାଦୀ କା ଅମୃତ ମହୋତ୍ସବ’ ଉତ୍ସବର ଅଂଶସ୍ୱରୂପ ଆଜିର କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ପକ୍ଷରୁ ହୋଇଥିବା ଏକ ଟ୍ୱିଟରେ ନିଜ ମତ ରଖି ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି:

‘‘କୋଭିଡ-୧୯ ବିରୋଧରେ ଲଢ଼ିବା ପାଇଁ ଟିକାକରଣ ଏକ ଫଳପ୍ରଦ ସାଧନ । ଆଜିର କ୍ୟାବିନେଟ୍ ନିଷ୍ପତ୍ତି ଭାରତର ଟିକାକରଣ କଭରେଜକୁ ଆହୁରି ବଢ଼ାଇବ ଏବଂ ଏକ ସୁସ୍ଥ ରାଷ୍ଟ୍ର ସୃଷ୍ଟି କରିବ ।’’

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Is Not Asking You Not To Spend, But Spend Wisely | Inside Story

Media Coverage

PM Modi Is Not Asking You Not To Spend, But Spend Wisely | Inside Story
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 13, 2026
May 13, 2026

Leadership That Leads by Example: PM Modi's Push for Mindful Growth, Innovation & Infrastructure