ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ନ୍ୟାସନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ତୁଳସୀ ଗାବାର୍ଡ ଆଜି ଭେଟିଛନ୍ତି ।

 

ଏହି ଅବସରରେ ପ୍ରଧାନମନ୍ତ୍ରୀ ଅତୀତରେ ଗାବାର୍ଡଙ୍କ ସହ ହୋଇଥିବା ସାକ୍ଷାତକାରକୁ ମନେ ପକାଇଥିଲେ । ଦ୍ୱିପାକ୍ଷିକ ଗୋଇନ୍ଦା ସହଯୋଗ, ଆତଙ୍କବାଦୀ ବିରୋଧୀ ଲଢ଼େଇ, ସାଇବର ସିକ୍ୟୁରିଟି, ବିଭିନ୍ନ ଆଶଙ୍କିତ ବିପଦ, ରଣନୀତିକ ଗୋଇନ୍ଦା ତଥ୍ୟ ଆଦାନପ୍ରଦାନ ଉପରେ ବିଶେଷ କରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ପାରସ୍ପରିକ ସ୍ୱାର୍ଥ ଥିବା ବିଭିନ୍ନ ଆଞ୍ଚଳିକ ଓ ବୈଶ୍ୱିକ ବିକାଶ ପ୍ରସଙ୍ଗରେ ମଧ୍ୟ ଉଭୟ ମତ ରଖିଥିଲେ । ସ୍ଥିର, ନିରାପଦ ଏବଂ ନୀତିଭିତ୍ତିକ ଆନ୍ତର୍ଜାତିକ ବ୍ୟବସ୍ଥା ପ୍ରତି ଉଭୟେ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Central schemes bring in electricity, infra and jobs at Kondagaon in Bastar

Media Coverage

Central schemes bring in electricity, infra and jobs at Kondagaon in Bastar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 3, 2026
March 03, 2026

Citizens Express Their Appreciation on Heartfelt Leadership, Historic Gains: PM Modi’s India Shines in Conservation, Commerce, and Clean Energy