ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିସ୍ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ଲେଖାଯାଇଛି: “ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ Shri @Dev_Fadnavis ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।@CMOMaharashtra”

December 12th, 12:23 pm